ସରକାରଙ୍କୁ ଚେତାବନୀ ଦେଲା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ମଙ୍ଗଳବାର ସାଧାରଣ ପରିଷଦ ବୈଠକ ବସିଥିଲା। ଲଗାତାର ତୈଳ ଦର ବଢିବା ନେଇ ଆଲୋଚନା ହୋଇଥିଲା। ବୈଠକ ପରେ ଘରୋଇ ବସ୍‌ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ତେଲ ଦର କମ୍‌ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି।

ଏଥିପାଇଁ ସରକାରଙ୍କୁ ନଭେମ୍ବର ୧୫ ଯାଏ ମହଲତ ଦିଆଯାଇଛି। ସରକାର ଆମ ଦାବି ନ ଶୁଣିଲେ ନଭେମ୍ବର ୧୬ ତାରିଖରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ସଂଘର ସମ୍ପାଦକ କହିଛନ୍ତି। ଏ ନେଇ ସେ ଆହୁରି ମଧ୍ୟ କହିଛନ୍ତି ଯେ, ତେଲ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଜିନିଷର ଦାମ ବୃଦ୍ଧି ଯୋଗୁ ବସ୍‌ ଗୁଡିକ କ୍ଷତିରେ ଚାଲିଛି। ଏଥିପାଇଁ ସରକାର ତେଲ ଦାମ କମ୍‌ କରିବା ସହ ଟ୍ୟାକ୍ସ କମ୍‌ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ...

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫...

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ...

ଏଣିକି ହାଇସ୍କୁଲରେ ପଢିବେ ଏକାଦଶ, ଦ୍ବାଦଶ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଏଣିକି ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ର ହାଇସ୍କୁଲରେ ପଢିବେ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକାଦଶ ଶ୍ରେଣୀ ପାଇଁ ଶିକ୍ଷକ ନିଯୁକ୍ତି...

ଚାଷୀ ଦେଶ ଅର୍ଥନୀତିର ସଞ୍ଜୀବନୀ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସ ଜରିଆରେ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ କାଳିଆ ଯୋଜନା...

ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କଲେ ମହିଳା ମୋର୍ଚ୍ଚା

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ ଓ ହତ୍ୟା ଘଟଣା ନେଇ ବୁଧବାର ଜିଲା...

ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିଲା ଆଉ ଏକ ସଫଳତା

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନକୁ ଆଉ ଏକ ସଫଳତା ମିଳିଛି। ଦେଶର ଷଷ୍ଠ ‘ଇଟ୍‌ ରାଇଟ୍‌ ଷ୍ଟେଶନ’ ଭାବେ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ...

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ।...

Advertisement
Archives

Model This Week