ଆହୁରି ଦୁଇଦିନ ପ୍ରବଳ ଶୀତରେ ଥରିବ ରାଜ୍ୟ, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟର ଅଧିକାଂଶ ଜିଲା ଆହୁରି ଦୁଇଦିନ ପ୍ରବଳ ଶୀତରେ ଥରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ କମିବ। ତେଣୁ ଶନିବାର ଏବଂ ରବିବାର କିଛି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରବିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୋଳ,ଢେଙ୍କାନାଳ,ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଜିଲାରେ ଶୀତର ଲହରୀ ଅନୁଭୂତ ହେବ। ତେଣୁ ଏସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri