କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

କୋରାପୁଟ,୨୭ା୮ (ସ୍ବ.ପ୍ର.)-କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଗୁରୁବାର ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ରାଜ୍ୟ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଡିଏମଇଟି ସି.ବି.କେ ମହାନ୍ତି, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ରଘୁରାମ ପଡାଲ, ଜିଲାପାଳ ମଧୁସୂଦନ ମିଶ୍ରଙ୍କ ସମେତ ମେଡିକାଲ କଲେଜ ଅଧୀକ୍ଷକ, ଡିନ୍‌, ରାୟଗଡ ଜିଲାପାଳ , କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ କୋରନାରୁ ସୁସ୍ଥ ହୋଇଥିବା ୪ ଜଣ ବ୍ୟକ୍ତି ସେମାନଙ୍କ ପ୍ଲାଜମା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri