କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

କୋରାପୁଟ,୨୭ା୮ (ସ୍ବ.ପ୍ର.)-କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଗୁରୁବାର ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ରାଜ୍ୟ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଡିଏମଇଟି ସି.ବି.କେ ମହାନ୍ତି, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ରଘୁରାମ ପଡାଲ, ଜିଲାପାଳ ମଧୁସୂଦନ ମିଶ୍ରଙ୍କ ସମେତ ମେଡିକାଲ କଲେଜ ଅଧୀକ୍ଷକ, ଡିନ୍‌, ରାୟଗଡ ଜିଲାପାଳ , କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ କୋରନାରୁ ସୁସ୍ଥ ହୋଇଥିବା ୪ ଜଣ ବ୍ୟକ୍ତି ସେମାନଙ୍କ ପ୍ଲାଜମା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ

ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?