ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ମନ୍ତ୍ରୀଙ୍କ ଗାଡି ଚାଳକ ଆହତ ହୋଇଛନ୍ତି। କାରର ବାମ ପାର୍ଶ୍ୱ ଭାଙ୍ଗି ଯାଇଛି। ମନ୍ତ୍ରୀ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି। ମନ୍ତ୍ରୀ କୋରାପୁଟ ଆସି ଏକ ବୈଠକରେ ଯୋଗଦେଇ ଘର କୋଟପାଡ ଫେରୁଥିବା ବେଳେ ଛର୍ତଲା ନିକଟରେ ଏହି ଦୁର୍ଘଟଣା ହୋଇଛି। ଦୁର୍ଘଟଣା ପରେ ମନ୍ତ୍ରୀ ୧୦୮କୁ ଫୋନ କରି ଆମ୍ବୁଲାନ୍ସ ଆସିବା ପରେ ଗୁରୁତର ବାଇକ୍‌ ଚାଳକଙ୍କୁ ବୋରିଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୦୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି।...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ

ଟିଟିଲାଗଡ଼,୨୭।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି...

ଧରାପଡ଼ିଲେ ୧୨ ଜାଲ୍‌ ଶିକ୍ଷକ

କେନ୍ଦୁଝର, ୩ା୯(ସ୍ବ.ପ୍ର.):ବାହାର ରାଜ୍ୟ ବିଶ୍ୱବିଦ୍ୟାଳୟରୁ ଜାଲ୍‌ ବିଏଡ୍‌ ପ୍ରମାଣପତ୍ର ଆଣି କେନ୍ଦୁଝର ଜିଲା ଅନ୍ତର୍ଗତ ୮ ଟି ବ୍ଲକରେ ଶିକ୍ଷକ ଚାକିରି କରୁଥିବା ୧୨ ଚୁକ୍ତିଭିତ୍ତିକ...

ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ

ଅନୁଗୋଳ ଅଫିସ୍‌, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ...

ଏକାମ୍ର ପାଇଁ ୧୦୩ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଭୁବନେଶ୍ବର ଏକାମ୍ର ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ...

୭୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ

ଢେଙ୍କାନାଳ ଅଫିସ,୭।୬ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ସପ୍ତାହ ବ୍ୟାପୀ ଅଭିଯାନ ମାଧ୍ୟମରେ...

ଅସହାୟଙ୍କୁ ମୁହଁରେ ହସ ଫୁଟାଉଛନ୍ତି ପୁରାତନ ଛାତ୍ର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଅନେକ ଗରୀବ ପରିବାର ଅସହାୟ ହୋଇ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଭୋକିଲା କିମ୍ବା ଅର୍ଦ୍ଧାହାରରେ ରହିବାକୁ...

Advertisement
Archives

Model This Week