ରୌପ୍ୟ ମୁଦ୍ରାରେ ମା’ସମଲେଇ

ସମ୍ବଲପୁର, ୮ା୧୧ (ବ୍ୟୁରୋ): ସମ୍ବଲପୁରର ଇଷ୍ଟଦେବୀ ସମଲେଇ। ସମଲେଇ ସଂସ୍କୃତି ଓ ପରମ୍ପରାର ସୁରକ୍ଷା, ପ୍ରଚାରପ୍ରସାର ଲାଗି ଭକ୍ତମାନେ ଅଭିନବ ପ୍ରୟାସ ଜାରି ରଖିଛନ୍ତି। ସମ୍ବଲପୁର ସେଙ୍କି ଜ୍ୱେଏଲରୀ ସତ୍ତ୍ବାଧିକାରୀ ସେଙ୍କି ସମ୍ବଲପୁରିଆ ରୌପ୍ୟ ମୁଦ୍ରାରେ (ସିଲଭର୍‌ କଏନ୍‌) ଦେବୀ ସମଲେଇଙ୍କ ପ୍ରତିକୃତି ସ୍ଥାନିତ କରିଛନ୍ତି। ଖାଣ୍ଟି ୧୦ ଗ୍ରାମ ରୌପ୍ୟ ମୁଦ୍ରାରେ ଏହି ପ୍ରତିକୃତୀ ଦିଲ୍ଲୀର ଏକ କମ୍ପାନୀ ତିଆରି କରିଛି। ଏହି ମୁଦ୍ରାରେ ଦେବୀଙ୍କ ରଙ୍ଗୀନ ଛବି ରହି ଓଡିଆ ଭାଷାରେ ଜୟ ମାଁ ସମଲେଇ ଲେଖାହୋଇଛି। ପ୍ରଥମ ପର୍ଯ୍ୟାୟରେ ୨ଶହ ଭକ୍ତଙ୍କ ସକାଶେ ମୁଦ୍ରା ଉପଲବ୍ଧ ରହିଛି। ଆଗକୁ ୧ଲକ୍ଷ ମୁଦ୍ରା ତିଆରି କରାଯିବ ବୋଲି ସେଙ୍କି ଜ୍ୱେଏଲରୀର ଅନ୍ୟତମ ସତ୍ତ୍ବାଧିକାରୀ ତନୁ ବାଙ୍କା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri