ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର ବଳବତ୍ତର ରଖିଛନ୍ତି ସ୍ଥାନୀୟ ଅଞ୍ଚଳର ଅଧିବାସୀ ଶ୍ରୀକାନ୍ତ ବେହେରା ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ଏବଂ ବିଚାରପତି ଜଷ୍ଟିସ୍ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ଆବେଦନକାରୀ ଅଭିଯୋଗରେ ଦର୍ଶାଇଛନ୍ତି, ଏହି ଇଣ୍ଡଷ୍ଟ୍ରିଜ୍ ମୂଳ ଚୁକ୍ତି ଖିଲାପ କରି ଅନୁଗୋଳଠାରେ ଦିଆଯାଇଥିବା ବାଉଁଶ ଜଙ୍ଗଲ ଜମିକୁ ବିକ୍ରି କରି କୋଟି କୋଟି ଟଙ୍କା ହଡପ କରିଛି ଚୌଦ୍ୱାର କାଗଜ କଳରେ ନିୟୋଜିତ କର୍ମଚାରୀଙ୍କୁ ଆଧୁନିକ ଶିଳ୍ପ ପ୍ରତିଷ୍ଠା ହେବ ବୋଲି କହି ବେଅାଇନ ଭାବେ ସ୍ବେଚ୍ଛାକୃତ ଅବସର ଦେଇଥତ୍ଲେ ଏଥତ୍ସହ ସରକାରଙ୍କ ବିନା ଅନୁମତିରେ ଏହି ମିଲ୍କୁ ବନ୍ଦ କଲେ ଏହି ସ୍ଥାନରେ ତାପଜ ବିଦୁ୍ୟତ୍ ପ୍ରକଳ୍ପ ପ୍ରତିଷ୍ଠା ହେବ ବୋଲି ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ଘୋଷଣା କରାଯାଇଥିଲା ହେଲେ କର୍ତ୍ତୃପକ୍ଷ ପୂର୍ବ ସମସ୍ତ ପ୍ରତିଶ୍ରୁତିକୁ ଭୁଲିଯାଇ ଅନୁଗୋଳ ଜମି ଏବଂ ଟିପିଏମ୍ର ମେଶିନ୍ ବିକି କୋଟି କୋଟି ଟଙ୍କା ଲୁଟ୍ କରିଛନ୍ତି ଏଥିସହ ଟିପିଏମ୍ ନମ୍ବର-୩ ଘରଗୁଡିକୁ ଡିନାମାଇଟ୍ ଲଗାଇ ଭାଙ୍ଗି ଖୋଲା ପଡିଆରେ ପରିଣତ କରିଛନ୍ତି ବର୍ତ୍ତମାନ ଲିଜ୍ ସୂତ୍ରରେ ନେଇଥିବା ଜମିକୁ ସ୍ଥିତିବାନ କରି ବିଲଡରମାନଙ୍କୁ ବିକ୍ରି କରିବା ନେଇ ପ୍ଲଟିଂ ଆରମ୍ଭ କରିଛନ୍ତି ଏହାକୁ ବିରୋଧ କରି ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri