Posted inଜାତୀୟ

ଷ୍ଟିଲ ମ୍ୟାନ ଜାମସେଦ ଜି ଇରାନୀଙ୍କ ପରଲୋକ

ନୂଆଦିଲ୍ଲୀ,୧ ।୧୧: ଦେଶର ଷ୍ଟିଲ ମ୍ୟାନ ଭାବେ ପରିଚିତ ଜାମସେଦ ଜି ଇରାନୀଙ୍କର ପରଲୋକ ହୋଇଛି । ସୋମବାର ୩୧ ଅକ୍ଟୋବରରେ ସେ ଜାମସେଦପୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ଏହି ସୂଚନା ଟାଟା ଷ୍ଟିଲ ପକ୍ଷରୁ ଦିଆଯାଇଛି ।
ଟାଟା ଷ୍ଟିଲ ପକ୍ଷରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି, ଷ୍ଟିଲ ମ୍ୟାନ ଅଫ ଇଣ୍ଡିଆ ଆଉ ନାହାନ୍ତି । ପଦ୍ମ ବିଭୁଷଣ ଡା. ଜମଶେଦ ଜେ ଇରାନିଙ୍କ ପରଲୋକ ଖବରରେ ଟାଟା ଗ୍ରୁପ ଗଭିର ଦୁଃଖ ପ୍ରକାଶ କରିଛି । ୩୧ ଅକ୍ଟୋବର ରାତି ପ୍ରାୟ ୧୦ଟାରେ ଜାମସେଦପୁରରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୂଚନାଯୋଗ୍ୟ, ଇରାନି ୨୦୧୧ରେ ଟାଟା ଷ୍ଟିଲର ବୋର୍ଡରୁ ସେବା ନିବୃତ୍ତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?