ଖସିଲା ଶେୟାର ବଜାର

ମୁମ୍ବାଇ,୧୧।୧: କ୍ରମାଗତ ତୃତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୪୧ (୨୪୧.୩୦) ପଏଣ୍ଟ କମି ୭୭,୩୭୯(୭୭,୩୭୮.୯୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୯୫ (୯୫.୦୦) ପଏଣ୍ଟ ହ୍ରାସ ଘଟି ୨୩,୪୩୧(୨୩,୪୩୧.୫୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସଇ ନିଫ୍ଟି ମିଡ୍‌କ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Paytm ର ବଡ଼ ଘୋଷଣା, କ୍ରେଡିଟ୍‌ କାର୍ଡରୁ କରିପାରିବେ ପେମେଣ୍ଟ

ନୂଆଦିଲ୍ଲୀ,୧୪।୧: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳା ସମୟରେ, ଡିଜିଟାଲ ପେମେଣ୍ଟକୁ ସହଜ କରିବା ପାଇଁ Paytm ଏକ ନୂଆ ସାଉଣ୍ଡବକ୍ସ ଏବଂ QR କୋଡ ସିଷ୍ଟମ...

ସେଣ୍ଟ ଜାଭିୟର୍ସ ହାଇସ୍କୁଲକୁ ୫ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ଦ୍ବାରକାରେ ଆୟୋଜିତ ଏକ ସମାବେଶରେ ସିଇଡି ଫାଉଣ୍ଡେଶନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ୍‌ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲ କ୍ରମାଗତ ଭାବେ ଷ୍ଟାର ର଼୍ୟାଙ୍କିଙ୍ଗ୍‌ରେ ୫...

ନିବେଶକ ହରାଇଲେ ୧୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୪।୧ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ଟଙ୍କା ମୂଲ୍ୟ ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ମାର୍କେଟ (ପୁଞ୍ଜି ବଜାର)...

‘ନୂଆ ଓଡ଼ିଶା ନିର୍ମାଣର ପ୍ରୟୋଗଶାଳା ହେଉ ଡ୍ରିମ୍‌ସ’

କଟକ(କାର୍ତ୍ତିକ ସାହୁ)/ମଙ୍ଗୁଳି ଜଗତପୁର(ମାନସ ସାମଲ),୧୪ା୧: ଆମ ଓଡ଼ିଶାକୁ କେହି ପଛରେ ପକେଇପାରିବେ ନାହିଁ। ଇଂଲିଶ ଭାଷା ଜରିଆରେ ବ୍ରିଟିଶମାନେ ଭାରତୀୟଙ୍କୁ କଳା ବ୍ରିଟିଶ କରି ଦେଇଗଲେ।...

ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା

ନୂଆଦିଲ୍ଲୀ,୧୪।୧: ଆଇଡିବିଆଇ ବ୍ୟାଙ୍କର ନୂତନ ଯୋଜନା ‘ଆଇଡିବିଆଇ ଚିରଞ୍ଜୀବୀ-ସୁପର ସିନିୟର ସିଟିଜେନ ଫିକ୍ସଡ ଡିପୋଜିଟ/ଏଫଡି’ ପ୍ଲାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୮୦ ବର୍ଷରୁ ଅଧିକ ବୟସର...

୧ ଡଲାର=୮୬.୭୦ ଟଙ୍କା

ମୁମ୍ବାଇ,୧୪।୧: ପ୍ରାୟ ୨ ବର୍ଷ ମଧ୍ୟରେ ଗୋଟିଏ ଦିନରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ଘଟିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୬୬ ପଇସା...

ଓଏମ୍‌ସି ଉଦ୍ୟାନ କୃଷି ଟିମ୍‌ ଚାମ୍ପିୟନ

ଭୁବନେଶ୍ୱର,୧୪ା୧(ଅନୁରାଧା ମହାରଣା): ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀ ଉତ୍ସବରେ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ଉଦ୍ୟାନ କୃଷି ଟିମ୍‌ କ୍ରମାଗତ ଦ୍ୱିତୀୟଥର ଚାମ୍ପିୟନ ଟ୍ରଫି ଜିତିଛି। ଓଏମ୍‌ସିର କ୍ୟାମ୍ପସ...

୮୦,୦୦୦ ଉପରେ ସୁନା ଦର

ଭୁବନେଶ୍ୱର,୧୩।୧ (ଅଭୟ ଦାଶ): ଦିନ କେଇଟା ପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏପରିକି ବିବାହ କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ଅଳ୍ପବହୁତ ସୁନା କିଣିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri