ଭୁବନେଶ୍ୱର ,୩୦।୧୨: ଗତ କିଛି ସପ୍ତାହ ହେବ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୧୭୦ (୧୭୦.୧୨) ପଏଣ୍ଟ ଖସି ୭୨,୨୪୦ (୭୨,୨୪୦.୨୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୪୭ (୪୭.୩୦) ପଏଣ୍ଟ ହ୍ରାସ ଘଟି ୨୧,୭୩୧ (୨୧,୭୩୧.୪୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ହ୍ରାସ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…
ମାତ୍ର ୧୧ ବଲ୍ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର
ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର
ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…
ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ
ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…
ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….
ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…
କୋରାପୁଟରେ ମୋକିମ୍: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…
କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…
Archives

