ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୯।୭ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୩୬ (୩୬.୨୨) ପଏଣ୍ଟ କମି ୭୯,୯୬୦(୭୯,୯୬୦.୩୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୩(୩.୩୦) ପଏଣ୍ଟ ହ୍ରାସ ଘଟି ୨୪,୩୨୧ (୨୪,୩୨୦.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନି ବ୍ରାଭିଆ ୩ ଟିଭି ସିରିଜ

ଭୁବନେଶ୍ୱର, ୨୨ା୭ (ଅଭୟ ଦାଶ): ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରାଭିଆ ୩ ସିରିଜ୍‌ ଟିଭିକୁ ନିକଟରେ ଉନ୍ମୋଚନ କରାଯାଇଛି।...

ଭାରତ କ୍ୟୁଆର୍‌ କୋଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୨୨ା୭ (ଅଭୟ ଦାଶ): ବନ୍ଧନ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ପେମେଣ୍ଟ ସମାଧାନ ‘ଭାରତ କ୍ୟୁଆର୍‌ କୋଡ୍‌’ର ଶୁଭାରମ୍ଭ...

୫୦ ଦିନରେ ୫ କୋଟିରୁ ଅଧିକ କାରବାର: ମୁଖ୍ୟ ଆକର୍ଷଣ ବୟନିକାର କ୍ଲିୟରାନ୍ସ ସେଲ୍‌

ଭୁବନେଶ୍ୱର, ୨୨ା୭(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନ (ମେଳା)’ର କାରବାର ବେଶ୍‌ ଉତ୍ସାହଜନକ ରହିଛି।...

କମିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରର ନୂଆ ରେଟ୍‌…

ନୂଆଦିଲ୍ଲୀ,୨୧।୭: ତୈଳ କମ୍ପାନୀ ପକ୍ଷରୁ ରବିବାର ପେଟ୍ରୋଲ ଏବଂ ଡିଜେଲ ଦର ଜାରି କରାଯାଇଛି। ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିଲେ ବି କିଛି...

ମଣିପାଲ ହସ୍ପିଟାଲରେ ଆଡଲ୍ଟ ଇମ୍ୟୁନାଇଜେଶନ କ୍ଲିନିକ୍‌

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ମଣିପାଲ ହସ୍ପିଟାଲରେ ଆଡଲ୍ଡ ଇମ୍ୟୁନାଇଜେଶନ କ୍ଲିନିକ୍‌ ଉଦ୍‌ଘାଟିତ ହୋଇଯାଇଛି। ଫାଇଜର ଲିମିଟେଡ୍‌ ସହଭାଗିତାରେ ପ୍ରସ୍ତୁତ ଏହି କ୍ଲିନିକ୍‌ରେ ବୟସ୍କମାନଙ୍କ ନିମନ୍ତେ...

କଟକରେ ରିଲାଏନ୍ସ ଡିଜିଟାଲର ନୂତନ ଷ୍ଟୋର

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ର ନୂତନ ଷ୍ଟୋର ଶନିବାର କଟକର...

ବଜାରରେ ନିଉଟ୍ରୋଲାର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଫୁଡ୍‌ ବ୍ରାଣ୍ଡ୍‌ ନିଉଟ୍ରୋଲାର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଇନ୍‌ଫୋସିଟିସ୍ଥିତି...

ବିଓବିର ୧୧୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ୧୧୭ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓବିର କଟକସ୍ଥିତ ସିଡିଏ ଶାଖାଠାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri