ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୦।୭ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।

ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୭୩୯ (୭୩୮.୮୧) ପଏଣ୍ଟ କମି ୮୦,୬୦୫ (୮୦,୬୦୪.୬୫) ଅଙ୍କରେ କାରବାର ବନ୍ଦ କରିଥିଲା।

ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ ରେ ମଧ୍ୟ ୨୭୦(୨୬୯.୯୫) ପଏଣ୍ଟ ହ୍ରାସ ଘଟି ୨୪,୫୩୧(୨୪,୫୩୦.୯୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ୍‌କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri