ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୩।୭ (ଅଭୟ ଦାଶ): କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନ (କାର୍ଯ୍ୟ ଦିବସ)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୦୦ (୧୦୦.୨୪) ପଏଣ୍ଟ କମି ୮୦,୫୦୪(୮୦,୫୦୪.୪୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୪୨ (୪୨.୧୫) ପଏଣ୍ଟ ହ୍ରାସ ଘଟି ୨୪,୪୮୯(୨୪,୪୮୮.୭୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟ ପ୍ରାଚ୍ୟ ଯୁଦ୍ଧ ମଧ୍ୟରେ କାହିଁକି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ? କହିଲେ ଆମେ ଦୁହେଁ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବା ଉପରେ…

ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର…

୧୫୭ କିଲୋମିଟର ବେଗରେ ଆସୁଥିଲା ବଲ୍‌, ବୈଭବ କଲେ ଏମିତି… ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ ଷ୍ଟାର କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଫୁଲ ଫର୍ମରେ ଅଛନ୍ତି। ସେ IPLରେ ପ୍ରଥମ ବଲରେ ଛକା ମାରିବା, ୩୫ ବଲରେ ଶତକ ମାରିବା,…

ଯୁଦ୍ଧ ଭିତରେ ସିକ୍ରେଟ୍‌ ଡିଲ୍‌ କଲେ ଚାଇନା-ଇରାନ, ଆମେରିକା କଲା ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆମେରିକା ଚାଇନା ଏବଂ ଇରାନ ମଧ୍ୟରେ ଏକ “ଗୁପ୍ତ” ଚୁକ୍ତି ପ୍ରକାଶ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସର୍ବବୃହତ…

ଧୁମଧାମରେ ପାଳନ ହେଉଛି ପବିତ୍ର ରାମ ନବମୀ, ୪ ମିନିଟ ପାଇଁ ରାମ ଲଲାଙ୍କୁ ତିଲକ କରିବେ ସୂର୍ଯ୍ୟଦେବ

ଅଯୋଧ୍ୟା,୨୭।୩: ଅଯୋଧ୍ୟାର ପବିତ୍ର ରାମ ଜନ୍ମଭୂମିରେ ଥିବା ମନ୍ଦିରରେ ରାମ ଜନ୍ମୋତ୍ସବ (ଭଗବାନ ରାମଙ୍କ ଜନ୍ମ ଉତ୍ସବ) ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର, ରାମ ନବମୀର…

ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା…

ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ…..

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ…

ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍‌ ନା ଷଡ଼ଯନ୍ତ୍ର?

ଓ୍ବାଶିଂଟନ୍‌,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri