ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୫।୯ (ଅଭୟ ଦାଶ): କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୦୩ (୨୦୨.୮୦) ପଏଣ୍ଟ କମି ୮୨,୩୫୩(୮୨,୩୫୨.୬୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୮୧ (୮୧.୧୫) ପଏଣ୍ଟ ହ୍ରାସ ଘଟି ୨୫,୧୯୯ (୨୫,୧୯୮.୭୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri