ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୧୧।୧୧:କ୍ରମାଗତ ୨ ଦିନ ଲାଗି ଶେୟାର ବଜାରର କାରବାର ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ମଧ୍ୟ ହରାଇଛନ୍ତି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୨୦ (୪୧୯.୮୫) ପଏଣ୍ଟ ଖସି ୬୦,୬୧୪ (୬୦,୬୧୩.୭୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୨୯ (୧୨୮.୮୦) ପଏଣ୍ଟ ହ୍ରାସ ଘଟି ୧୮,୦୨୮(୧୮,୦୨୮.୨୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଏବଂ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନ ସାଙ୍ଗକୁ ମାନ୍ଦାବସ୍ଥା ଯୋଗୁ ଶେୟାର ବଜାର କାରବାର କ୍ରମାଗତ ହ୍ରାସ ପାଉଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri