ଘାଟିରେ ପଥର ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାମୁଣୀଗାଁ ଥାନା ସିକରମାହା ଘାଟିରେ ସୋମବାର ସକାଳୁ ଏକ ପଥର ବୋଝେଇ ଟ୍ରାକ୍ଟର ଦୁର୍ଘଟଣା ହୋଇଛି। ଫଳରେ ଦାରିଙ୍ଗବାଡ଼ିଠାରୁ ବାମୁଣୀଗାଁ ପୂର୍ତ୍ତବିଭାଗ ରାସ୍ତାରେ ଯାତାୟାତ ଠପ୍‌ ହୋଇଯାଇଛି। ସେହି ରାସ୍ତାରେ ଏବେ ଏକାଧିକ ଗାଡ଼ି ଅଟକି ରହିଛି। ଖବର ଲେଖାହେବା ସୁଦ୍ଧା ଘଟଣା ସମ୍ପର୍କରେ ପୋଲିସ ନିକଟରେ ଖବର ନ ଥିବା ବାମୁଣୀଗାଁ ଥାନାଧିକାରୀ ଚାପଧାରୀ ପ୍ରଧାନ କହିଛନ୍ତି।

ପ୍ରକାଶ ଯେ, ଦାରିଙ୍ଗବାଡ଼ିଠାରୁ ବାମୁଣୀଗାଁ ପର୍ଯ୍ୟନ୍ତ ପୂର୍ତ୍ତବିଭାଗ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହି କ୍ରମରେ ଏକାଧିକ ଘାଟି କଟାଯାଇ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ସେହି ରାସ୍ତାରେ ଟ୍ରାକ୍ଟରଟି ଦ୍ରୁତଗତିରେ ଯାଉଥିବା ପ୍ରତ୍ୟକ୍ଷ୍ୟଦର୍ଶୀ କହିଛନ୍ତି। ଟ୍ରାକ୍ଟର ଚାଳକଙ୍କ ସମେତ ଶ୍ରମିକମାନେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ନ ଥିବାରୁ ଆହତଙ୍କ ସଂଖ୍ୟା ଜଣାପଡ଼ିନି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଦେଖି ପଳାଉଥିବା ବାଇକ୍‌ ଚାଳକଙ୍କ ମୃତ୍ୟୁ

ଦାରିଙ୍ଗବାଡି, ୨୯ା୩ (ଅରୁଣ ସାହୁ ):କନ୍ଧମାଳ ଜିଲା କ. ନୂଆଗାଁ ପୋଲିସ ଏକ ଗଞ୍ଜେଇ ବୋଝେଇ କାର (ନଂ. ଓଡି ୩୩ଏଇ ୩୪୪୩ )କୁ ଧରିବା...

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ...

ମା’ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ; ଦାରିଙ୍ଗବାଡ଼ିରେ ଭକ୍ତିମୟ ପରିବେଶ

ଦାରିଙ୍ଗବାଡି, ୨୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ମା’ଠାକୁରାଣୀଙ୍କ ଯାତ୍ରା -୨୦୨୪ ନିମନ୍ତେ ବୁଧବାର ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ମା’ଠାକୁରାଣୀ...

ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଦାରିଙ୍ଗବାଡି,୨୬।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ବଡ଼ ଧୁମ୍‌ଧାମରେ ପାଳନ ହୋଇଛି। ବିଶେଷ କରି ଛୋଟ...

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ...

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ...

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି।...

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri