କୋଭିଡ୍‌ ନିୟମ ନ ମାନିଲେ ମାସେ ଦୋକାନ ବନ୍ଦ

ଛତ୍ରପୁର, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ସାମାଜିଜ ଦୂରତା, ମାସ୍କ ପିନ୍ଧିବା ଏବଂ କୋଭିଡ ନିୟମ ମାନିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ। ଯେଉଁମାନେ କରୋନା ନିୟମ ନ ମାନି ଦୋକାନ ଖୋଲିବେ ପ୍ରଥମେ ୫ ହଜାର ଟଙ୍କା ଜରିମାନା ସହ ୧୫ ଦିନ ପାଇଁ ଦୋକାନ ବନ୍ଦ କରାଯିବ। ସେହିପରି ଦ୍ୱିତୀୟ ଥର ପାଇଁ ଆଇନ ଅମାନ୍ୟ କଲେ ମାସକ ପାଇଁ ଉକ୍ତ ଦୋକାନ ବନ୍ଦ କରାଯିବା ସହ ସମ୍ପୃକ୍ତ ଦୋକାନୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହେବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି ସୂଚନା ଦେଇଛନ୍ତି । କୃଷି ଓ ଏ ସମ୍ପର୍କୀୟ ଅନ୍ୟ ସାମଗ୍ରୀ, ଔଷଧ ପରିବହନକୁ ବାଦ୍‌ ଦେଲେ ଅନ୍ୟ କୌଣସି ଗାଡ଼ି ଚଳାଚଳକୁ ଜ଼ିଲାପାଳ ବାରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼...

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ...

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ...

କଣ୍ଟାପୀଢ଼ା ଯାତ୍ରା, କନ୍ଧୁଣୀ ଦେବୀ ମହୋତ୍ସବ ପ୍ରସ୍ତୁତି ବୈଠକ

ସୋରଡ଼ା,୧୫।୮(ଡି.ଏନ୍‌.ଏ.)-ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀଙ୍କ କଣ୍ଟାପୀଢ଼ା ଯାତ୍ରା ଓ କନ୍ଧୁଣୀ ଦେବୀ ମହୋତ୍ସବ ପାଇଁ ବୁଧବାର ବଡ଼କାଳି ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହାଣିଲେ

ବ୍ରହ୍ମପୁର ଅଫିସ,୧୭ା୫- ବଡବଜାର ଥାନା ପାଣ୍ଡବନଗରର ଟୁଟୁ ହାତୀ (୩୫)ଙ୍କୁ ଗୁରୁବାର ରାତି ପ୍ରାୟ ୯ଟାବେଳେ ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ...

ଡାଇଭର୍ସନ ରାସ୍ତା ବିପଦସଙ୍କୁଳ

ଝୁମ୍ପୁରା, ୨।୬ (ଡି.ଏନ୍‌.ଏ.)-ଝୁମ୍ପୁରା ବଜାର ଅଞ୍ଚଳ ତଥା ସରକାରୀ କାର୍ଯ୍ୟାଳୟ, ବ୍ଲକ, ଡାକ୍ତରଖାନା, ସ୍କୁଲକୁ ସଂଯୋଗ କରୁଥିବା ୨ଟି ମୁଖ୍ୟରାସ୍ତା, ଝୁମ୍ପୁରା – ଉଖୁଣ୍ଡା ରାସ୍ତା...

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ

ସୋନପୁର,୧୩।୨(ନି.ପ୍ର.) – ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *