ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା କରିଥିଲେ। ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ। ସାମାନ୍ୟ ଅବହେଳା ଆମ ପାଇଁ ବିପଦ ସୃଷ୍ଟି କରିବ ବୋଲି ସେ କହିଛନ୍ତି। ବାତ୍ୟା ଓ କୋଭିଡ୍‌ର ମୁକାବିଲା କରିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆପଣମାନଙ୍କ ସହଯୋଗ ଆମ ପ୍ରସ୍ତୁତିକୁ ମଜବୁତ କରିବ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ...

ଅଧିକ ଟ୍ରେସିଂ ଯୋଗୁ ବଢୁଛି ସଂଖ୍ୟା; ରାଜ୍ୟବାସୀ ଚିନ୍ତା କରନ୍ତୁ ନାହିଁ: ଏସିଏସ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଧିରେ ଧିରେ କେସ୍‌ ବଢ଼ୁଥିଲେ ବି ଏଥିଲାଗି ରାଜ୍ୟବାସୀ ଚିନ୍ତା କରିବା ଅନାବଶ୍ୟକ।...

୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା...

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ...

ଝାଡ଼ାବାନ୍ତିରେ ୩୫ ଛାତ୍ର ଆକ୍ରାନ୍ତ

ରାୟଗଡା ଅଫିସ,୮।୭: ରାୟଗଡା ଜିଲା ବିଷମ କଟକ ବ୍ଲକ ଅଧୀନ ଡୁମ୍ବୁରିନେଲି ସଦର ପଞ୍ଚାୟତ ଦଣ୍ଡାପୋଡା କେବିକେ ଛାତ୍ର ନିବାସରରେ ୩୫ଜଣ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ...

ଏକାମ୍ର: ଜମି ଅଧିଗ୍ରହଣ ପାଇଁ ୫୧ ଚୁକ୍ତି ସ୍ବାକ୍ଷର

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଓ ପାରିପାର୍ଶ୍ୱିକ ବିକାଶ ଯୋଜନା ‘ଏକାମ୍ର’ (ଏକାମ୍ର କ୍ଷେତ୍ର ଆମେନିଟିସ୍‌ ଆଣ୍ଡ୍‌ ମନୁମେଣ୍ଟ୍‌ସ ରିଭାଇଭାଲ ଆକ୍ସନ) ପାଇଁ ଜମି...

ଭାଜପାର ‘ସେବା ହିଁ ସଙ୍ଗଠନ’ ଇ-ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଆହ୍ବାନକ୍ରମେ ଭାଜପା କାର୍ଯ୍ୟକର୍ତ୍ତାମାନେ ଭାରତୀୟ ପରମ୍ପରା ‘ନର ସେବା-ନାରାୟଣ ସେବା’କୁ ସମ୍ମାନ ଜଣାନ୍ତୁ। ଏହି...

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ...

Advertisement
Archives

Model This Week