Posted inଜାତୀୟ

ସୃଷ୍ଟିହେଲା ବାତ୍ୟା, ଆଜି ମଧ୍ୟାହ୍ନ ସୁଦ୍ଧା ନେବ ଭୀଷଣ ରୂପ

ନୂଆଦିଲ୍ଲୀ,୧୧ା୫: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଗୁରୁବାର ବାତ୍ୟାର ରୂପ ନେଇଛି। ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ସାମୁଦ୍ରିକ ବାତ୍ୟା ‘ମୋକା’ ଆଜି ଭୋର୍‌ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ତେବେ ମଧ୍ୟାହ୍ନ ସୁଦ୍ଧା ଏହା ଭୀଷଣ ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri