ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ ଆତ୍ମରକ୍ଷା ତାଲିମ ଶିବିର’ ଉଦ୍‌ଯାପିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଆଇନଜୀବୀ ହରପ୍ରସାଦ ରଥ, ସମ୍ମାନିତ ଅତିଥି ଭାବେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜେନାମଣି ସାହୁ, ଆଇନଜୀବୀ ମଞ୍ଜୁଳା ଲେଙ୍କା, କାର୍ଯ୍ୟକ୍ରମ ସଂଯୋଜିକା ରଶ୍ମିତା କୁମାରୀ ମେକାପ କଲେଜ ଆଇକ୍ୟୁଏସି ସଂଯୋଜକ ଅଧ୍ୟାପକ କାହ୍ନୁ ପାଢ଼ୀ, ଭାରତ ସ୍କାଉଟ ଏବଂ ଗାଇଡ୍‌ ପ୍ରଶିକ୍ଷିକା ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ଯୁବ ରେଡକ୍ରସ୍‌ ଉପଦେଷ୍ଟା ଅଧ୍ୟାପକ ରଞ୍ଜନ ଗୌଡ଼, ଶକ୍ତିଶ୍ରୀ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ସସ୍ମିତା କୁମାରୀ ପ୍ରଧାନ, ଗୁରୁବାରୀ ବେହେରା, ଅଧ୍ୟାପକ ଟୁନା ବେହେରା ଏବଂ ଆତ୍ମ ସୁରକ୍ଷା ତାଲିମ ପ୍ରଶିକ୍ଷିକା ରାକ୍ଷୀ କୁମାରୀ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଶିବିରର ପ୍ରଶିକ୍ଷଣ ନେଇଥିବା ସମସ୍ତ ଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ କଲେଜର ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri