‘ଭ୍ରଷ୍ଟାଚାର ବିରୋଧରେ ସଂଗ୍ରାମ କରୁଛି ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୪ (ବ୍ୟୁରୋ): ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏନ୍‌ଏସ୍‌ୟୁଆଇର ୫୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ନୱାଜ କହଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଛାତ୍ର ସମାଜକୁ ସଶକ୍ତ କରିବା ଲକ୍ଷ୍ୟ ନେଇ ୧୯୭୧ରେ ଏନ୍‌ଏସ୍‌ୟୁଆଇ ପ୍ରତିଷ୍ଠା କରିଥିଲେ। ଦେଶର ଉନ୍ନତି ଦିଗରେ ଦାୟିତ୍ୱବାନ୍‌ ନାଗରିକ ଓ ନେତୃତ୍ୱ ସୃଷ୍ଟି କରିବା ଛାତ୍ର କଂଗ୍ରେସ କାର୍ଯ୍ୟର ଅଂଶବିଶେଷ। ଓଡ଼ିଶାର ଛାତ୍ର କଂଗ୍ରେସ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଭ୍ରଷ୍ଟାଚାର ବିରୋଧରେ ସଂଗ୍ରାମ କରୁଛି। ଚାକିରି ବିକ୍ରିର ପ୍ରତିବାଦ କରିଛି। ନାରୀ ନିର୍ଯାତନା ଓ ହତ୍ୟା, ଦରଦାମ ବୃଦ୍ଧି ପ୍ରସଙ୍ଗରେ ଉଭୟ ସରକାରଙ୍କ ବିରୋଧରେ ଜୋର୍‌ଦାର ଆନ୍ଦୋଳନ ସହ ପ୍ରତିବାଦ କରିଛି। କାର୍ଯ୍ୟକ୍ରମରେ ଲିଙ୍ଗରାଜ ସାହୁ, ମିହିର ଆଚାର୍ଯ୍ୟ, ରଞ୍ଜିତ ପାତ୍ର, ନୀହାର ରଞ୍ଜନ ବେହେରା, ନଳିନୀକାନ୍ତ ନାୟକ, କାର୍ତ୍ତିକେଶ୍ୱର କାଣ୍ଡି, ଅଖିଳେଶ ଯାଦବ, ବିଶ୍ୱଭୂଷଣ ମହାପାତ୍ର, ଏମ୍‌ଡି ସମ୍‌ୟୁଇଲ, ଭାଗ୍ୟଶ୍ରୀ ମହାନ୍ତି, ଜଗଦୀଶ ଗଜେନ୍ଦ୍ର, ଅହମ୍ମଦ ଖାନ, ଏସ୍‌କେ ସାହାରୁଖ, ନିତେଶ ରଞ୍ଜନ ବେହେରା, ନିୟାଜୁଲ ଇସ୍‌ଲାମ, ଉଦିତ ପ୍ରଧାନ ପ୍ରମୁଖ ଛାତ୍ରନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri