୧୦ରେ ବିଧାନସଭା ଘେରାଉ ଧମକଦେଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ମମିତା ମେହେରଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଛାତ୍ର କଂଗ୍ରେସ କ୍ରମାଗତ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛି। ମୁଖ୍ୟମନ୍ତ୍ରୀ ପୋଲିସ ବଳ ପ୍ରୟୋଗକରି ଛାତ୍ର କଂଗ୍ରେସର କଣ୍ଠରୋଧ କରିବାପାଇଁ ଅପଚେଷ୍ଟା କରିଆସୁଛନ୍ତି ବୋଲି ଛାତ୍ର କଂଗ୍ରେସ ସଭାପତି ୟାସିର ନଓ୍ବାଜ କହିଛନ୍ତି।
କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ୟାସିର କହିଛନ୍ତି, ମାତ୍ର ନବୀନ ପଟ୍ଟନାୟକଙ୍କର ଏହି ଅଗଣତାନ୍ତ୍ରିକ ପଦକ୍ଷେପକୁ ଛାତ୍ର କଂଗ୍ରେସ ଭ୍ରୂକ୍ଷେପ କରିନାହିଁ ବରଂ ଜେଲ ଯିବାକୁ ପସନ୍ଦ କରିଛି। ଅନେକ ସ୍ଥାନରେ ପୋଲିସ୍‌ ଉପସ୍ଥିତିରେ ଛାତ୍ର କଂଗ୍ରେସର କର୍ମକର୍ତ୍ତାଙ୍କୁ ବିଜେଡି ଗୁଣ୍ଡାମାନେ ମରଣାନ୍ତକ ଆକ୍ରମଣ କରିଥିବା ବେଳେ ପୋଲିସ ନୀରବ ରହିଛି। ପୋଲିସ ବିଜେଡିର କର୍ମକର୍ତ୍ତା ଭାବରେ ନିଜ ପରିଚୟ ପ୍ରଦାନ କରିଛି। ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ଉପରେ ଯେଉଁ ଆରୋପ ଲଗାଇଛନ୍ତି ସେଥିଲାଗି କ୍ଷମା ମାଗନ୍ତୁ। ଏହି ପ୍ରସଙ୍ଗରେ ୧୦ ତାରିଖ ୧୧ଟା ସମୟରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri