Posted inରାଜ୍ୟ

ରସିକିଆ ଅଧ୍ୟାପକଙ୍କୁ ଅଟକ ରଖିଛି ପୋଲିସ

ଭୋଗରାଇ,୩୦।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଯୁକ୍ତ ୨ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀ। ଛାତ୍ରୀଙ୍କୁ ଟ୍ୟୁଶନ ସେଣ୍ଟରରେ ଅସଦାଚରଣ କରିଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଭୋଗରାଇ ଥାନା ପକ୍ଷରୁ ପୋକ୍ସୋ ଆଇନ ଅନୁଯାୟୀ ରୁଜୁ କରାଯାଇଛି ଏକ ମାମଲା (ନଂ. ୭୬/୨୧)। ପୋଲିସ ଉକ୍ତ ଅଧ୍ୟାପକଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏହି ଘଟଣାକୁ ଡିଏସ୍‌ଓ ଛାତ୍ର ସଙ୍ଗଠନ ପକ୍ଷରୁ ନିନ୍ଦା କରାଯାଇ ଉକ୍ତ ଅଧ୍ୟାପକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। କଲେଜ ଗେଟ୍‌ ଆଗରେ ଛାତ୍ର ଓ ଅଭିଭାବକଙ୍କୁ ବୁଧବାର ନେଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri