ବ୍ରିଜ୍‌ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ

ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍‌ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ତେବେ କେଉଁ କାରଣରୁ ସେ ନଦୀକୁ ଡେଇଁଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଛାତ୍ରୀ ଜଣକ ସ୍ଥାନୀୟ ଏକ ହାଇସ୍କୁଲରେ ପାଠ ପଢୁଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri