ଆତ୍ମରକ୍ଷା କୌଶଳ ଜାଣିଲେ ଛାତ୍ରୀ

ବ୍ରାହ୍ମଣୀଗାଁ,୮ା୧(ମନୋରଞ୍ଜନ ରଣା) : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ଥିବା ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଦେବରାଜ ବଳିଆରସିଂଙ୍କ ଅଧ୍ୟକ୍ଷତାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟନ ହୋଇଯାଇଛି। ଯୁକ୍ତ ଦୁଇ ପ୍ରଥମ ବର୍ଷର ୧୬୧ ଜଣ ଛାତ୍ରୀଙ୍କୁ ନେଇ ଏହି ଶିବିର ଆୟୋଜିତ ହୋଇଛି। ଶିବିରକୁ ବ୍ରାହ୍ମଣୀଗାଁ ଥାନାଧିକାରୀ ବିଜୟ କୁମାର ହାଇବୁରୁ ଉଦ୍‌ଘାଟନ କରି ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳ ବିଷୟ ଅବଗତ କରାଇଥିଲେ। ଇତିହାସ ଅଧ୍ୟାପକ ରାଜକିଶୋର ସିଂ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଓଡ଼ିଆ ଅଧ୍ୟାପକ ଦିବାକର ବେହେରା, ଅଧ୍ୟାପକ ବସନ୍ତ କୁମାର ସିଂ, ଇଂରାଜୀ ଅଧ୍ୟାପିକା ସୁନୀତା କୁମାରୀ ନାୟକ, ଇତିହାସ ଅଧ୍ୟାପକ ସନ୍ତୋଷ କୁମାର ନାହାକ, ଓଡ଼ିଆ ଅଧ୍ୟାପକ ମିଲନ ବେହେରା ପାତ୍ର ଏବଂ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା...

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି...

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭ା୧(ଜୟ ନାରାୟଣ ମେଣ୍ଡୁଳି/ଅଶୋକ ପାଣି): ଜିଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାର ଲାଇନ୍‌ ୨ ପ୍ଲାଣ୍ଟରେ ଗୁରୁବାର ସନ୍ଧ୍ୟାରେ କୋଲ୍‌ ହପର ଭୁଶୁଡ଼ି ପଡ଼ିଛି। ଫଳରେ...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ...

ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ...

ଭୟଙ୍କର ଅଗ୍ନିକାଣ୍ଡ: ୨ ପରିବାରର ଘର ଜଳି ପୋଡ଼ି ଛାରଖାର

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ଶ୍ରୀ ବଳଦେବଜୀଉ ମନ୍ଦିର ନିକଟରେ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭/୮ ଟି ଘର ଜଳି...

ସବୁଠି ଚାଲିଛି ମିଲର୍‌ଙ୍କ ରାଜୁତି, ମିଲର୍‌ଙ୍କ ମନମାନିକୁ ନେଇ ଜିଲା ଯୋଗାଣ ବିଭାଗ ନିକଟରେ ଦ୍ୱାରସ୍ଥ ହେଲେ ଚାଷୀ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଏବେ ସବୁଠି ମିଲର୍‌ଙ୍କ ମନମାନିକୁ ନେଇ ଚାଷୀଙ୍କ ଅଭିଯୋଗ। କେଉଁଠି ମିଲର ୭୫ କେଜି ଧାନ ବସ୍ତାରେ ୭୯ କେଜି ମାଗୁଛନ୍ତି ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri