ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର ପ୍ରଫୁଲ୍ଲ ସ୍ବାଇଁଙ୍କ ଝିଅ ଲିଜାରାଣୀ ସ୍ବାଇଁ। ଲିଜା ଗୋଡ଼ା ପଞ୍ଚାୟତସ୍ଥିତ ବୃନ୍ଦାବନ ବିହାରୀ ହାଇସ୍କୁଲରେ ପଢ଼ୁଥିଲେ। ଫଳ ପ୍ରକାଶ ପାଇବା ପରେ ତାଙ୍କର ଏଫ୍‌ ଗ୍ରେଡ୍‌ ଥିବା ଜଣା ପଡ଼ିଥିଲା। ତେଣୁ ସେ ବିଚଳିତ ହୋଇ ପଡ଼ିଥିଲେ। ଏହାର କିଛି ସମୟ ପରେ ଘରେ କେହି ନ ଥିବାବେଳେ ଲିଜା ବିଷ ପିଇ ଦେଇଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ

ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ...

ଭୁବନେଶ୍ୱରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କ ଆଗରେ ନାବାଳିକାଙ୍କୁ ଗଣବଳାତ୍କାର, ଭିଡିଓ ରେକର୍ଡ କରି…

ଭୁବନେଶ୍ୱର,୧୫ା୧୨: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୧୦ ତାରିଖରେ ଧଉଳି...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri