ଯବାନଙ୍କ ମଙ୍ଗଳ କାମନା କରି ଏଥର ରାକ୍ଷୀ ସହ ମାସ୍କ ପଠାଇଲେ ଛାତ୍ରୀଛାତ୍ର

ବୁଗୁଡା,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ କଲେଜ ଭାରତ ସ୍କାଉଟ ଗାଇଡ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ ସୀମାନ୍ତରେଥିବା ଯବାନମାନଙ୍କ ମଙ୍ଗଳ କାମନା କରି ରାକ୍ଷୀ ଏବଂ ମାସ୍କ ପଠାଇଛନ୍ତି। ଛାତ୍ରୀଛାତ୍ର ବର୍ତ୍ତମାନ ଦେଶକୁ କରୋନା ସଙ୍କଟଟରୁ ଉଦ୍ଧାର ନିମନ୍ତେ ବୁଗୁଡ଼ା ନିକଟରେ ଥିବା କୁବେରେଶ୍ବର ମନ୍ଦିରକୁ ଯାଇ ସେଠାରେ
ଠାକୁରଙ୍କ ନିକଟରେ ଅଖଣ୍ଡ ପ୍ରଦୀପ ପ୍ରଜ୍ବଳନ କରି ପୂଜା ଅର୍ଚ୍ଚନା କରିଛନ୍ତି। ଏଥି ସହିତ ସୀମାନ୍ତରେ ଥାଇ ଦେଶ ପାଇଁ ଲଢୁଥିବା ବୀର ଯବାନଙ୍କ ମଙ୍ଗଳ କାମନା କରି ଠାକୁରଙ୍କ ନିକଟରେ ରାକ୍ଷୀ ଏବଂ ମାସ୍କ ପୂଜା କରି ଯବାନମାନଙ୍କ ନିମନ୍ତେ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ

ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ...

ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ

ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା...

ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪...

କଉ ମାଛର ଦାମ ୩୫ ହଜାର

ଭୋଗରାଇ,୨୮।୭(ଡି.ଏନ୍‌.ଏ.): ପାରାଦ୍ୱୀପ ଗଭୀର ସମଦ୍ରରୁ ଏକ ବିରଳ ପ୍ରଜାତିର କଉମାଛ ମତ୍ସ୍ୟଜୀବୀଙ୍କ ଟ୍ରଲରରେ ଧରାପଡ଼ିଛି। ଟ୍ରଲର ମାଲିକ ଅଶୋକ ସାହୁ ଏହି ମାଛକୁ ଦୀଘା ମୁହାଣ...

୨ ବାଘ ଛୁଆ ଉଦ୍ଧାର

କୋରାପୁଟ,୩୦।୪(ସ୍ବ.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଗୁମୁଡା ପଞ୍ଚାୟତ କେନ୍ଦୁଗୁଡା ଗ୍ରାମର ଏକ ବିଲରୁ ୨ଟି ବାଘ ଛୁଆ ଉଦ୍ଧାର ହୋଇଛି।  ସୂଚନା ଥାଉକି କିଛି...

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ହେଭିୱେଟ

ଛତ୍ରପୁର,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡ୍ଡୀ ୨୦ ନଂ. ଜୋନ୍‌ ଜିଲାପରିଷଦ ସଭ୍ୟ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି। ତାଙ୍କ...

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଧାମନଗର,୨୩।୧୦(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବନ୍ଧଟିଆ ଗ୍ରାମର ରବିନ୍ଦ୍ର ବେହେରା(୨୨)ଙ୍କର ମୃତଦେହ ନିକଟସ୍ଥ ପୋଖରୀରୁ ବୁଧବାର ସକାଳେ ଉଦ୍ଧାର ହୋଇଛି। ମଙ୍ଗଳବାର ରାତିରୁ ରବିନ୍ଦ୍ର ନିଖୋଜ...

Advertisement
Archives

Model This Week