କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୬।୭(ଡି.ଏନ.ଏ)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ କରୋନା ସଂକ୍ରମିତ ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହି ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବାପରେ ଶନିବାର ଠାରୁ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ରବିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଲକ୍ଷ ଲକ୍ଷ ପ୍ରବାସୀ ଓଡିଆ ଭଞ୍ଜନଗର ଉପଖଣ୍ଡର ଦୁର୍ଗାପ୍ରସାଦ, ତାରସିଂ, କରସିଂ ରାସ୍ତା ଦେଇ ଜିଲାରେ ପ୍ରବେଶ କରିଥିଲେ। ଉପଜିଲାପାଳ ମିଞ୍ଜ ଏହାକୁ ସୂଚାରୁ ରୂପେ ତୁଲାଇବା ସହ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଖାଦ୍ୟର ମାନଯାଞ୍ଚ, ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ବେଳେ ଗାଡିମୋଟର ଯାଞ୍ଚ କଡାକଡି କରିବାରେ ପ୍ରମୁଖ ଦାୟିତ୍ୱ ତୁଲାଇଥିଲେ। ଏହି ସମୟରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ଅଦିନିଆ ବର୍ଷାରେ ବେହାଲ ସାନ ଆର୍ଜିପଲ୍ଲୀ ଗାଁ

ଛତ୍ରପୁର, ୬।୧୨(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ ଅଦିନିଆ ବର୍ଷାରେ ବେହାଲ ହୋଇଛି । ଲଗାଣ ବର୍ଷା...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଗାଡ଼ିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ

ମୋହନା,୬।୧୨(ମନ୍ମଥ ମିଶ୍ର): ଗାଡିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ କରୁଥିବା ବେଳେ ଗାଡି ସହ ୨ ଜଣଙ୍କୁ କାବୁ କରିଛି ମୋହନା ପୋଲିସ। ପୋଲିସ ପାଟ୍ରୋଲିଂ...

ବସୁଧା ଯୋଜନାରୁ ବଞ୍ଚିତ ୫୦ରୁ ଊର୍ଦ୍ଧ୍ୱ ପରିବାର

କୁକୁଡାଖଣ୍ଡି,୬।୧୨(ପ୍ରତାପ କୁମାର ସାହୁ): କୁକୁଡାଖଣ୍ଡି ରୋଡ଼ସାହିର ୫୦ରୁ ଉର୍ଦ୍ଧ୍ୱ ପରିବାର ବିଭିନ୍ନ ସମସ୍ୟା ମଧ୍ୟରେ ଅଛନ୍ତି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା, ବିଦ୍ୟୁତ ଖୁଣ୍ଟରେ ଆଲୋକୀକରଣ...

ଜେଲରେ ୧୦ ଦିନ ପରେ ଜଣାଗଲା ନାବାଳକ

ବ୍ରହ୍ମପୁର,୬।୧୨ (ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବାପା-ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜେଲରେ ଥିବା ଅଭିଯୁକ୍ତ ଜଣେ ନାବାଳକ ବୋଲି ୧୦ଦିନ...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri