କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୬।୭(ଡି.ଏନ.ଏ)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ କରୋନା ସଂକ୍ରମିତ ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହି ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବାପରେ ଶନିବାର ଠାରୁ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ରବିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଲକ୍ଷ ଲକ୍ଷ ପ୍ରବାସୀ ଓଡିଆ ଭଞ୍ଜନଗର ଉପଖଣ୍ଡର ଦୁର୍ଗାପ୍ରସାଦ, ତାରସିଂ, କରସିଂ ରାସ୍ତା ଦେଇ ଜିଲାରେ ପ୍ରବେଶ କରିଥିଲେ। ଉପଜିଲାପାଳ ମିଞ୍ଜ ଏହାକୁ ସୂଚାରୁ ରୂପେ ତୁଲାଇବା ସହ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଖାଦ୍ୟର ମାନଯାଞ୍ଚ, ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ବେଳେ ଗାଡିମୋଟର ଯାଞ୍ଚ କଡାକଡି କରିବାରେ ପ୍ରମୁଖ ଦାୟିତ୍ୱ ତୁଲାଇଥିଲେ। ଏହି ସମୟରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ବିଆଇକୁ ଚିଠି ଲେଖିବ ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୭।୬(ଡି.ଏନ.ଏ)-ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା...

ଜୁନ୍‌ ୧୬ରୁ ଘରକୁ ଘର ବୁଲି ସର୍ଭେ କରିବେ ଆଶା ଦିଦି

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଜୁନ୍‌ ୧୬ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା ଦିଦି ଏବଂ ଏଏନ୍‌ଏମ୍‌ କର୍ମୀ ସର୍ଭେ କରିବେ । ଗ୍ରାମାଞ୍ଚଳର...

୨୩ ସଂକ୍ରମିତ ପାଲଟିଲେ ସୁପର ସ୍ପ୍ରେଡ଼ର: ୫୫୮ ଲୋକଙ୍କ ପାଖରେ ପହଞ୍ଚିଲା କରୋନା ମହାମାରୀ ସଂକ୍ରମଣ !

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ୭ ରାଜ୍ୟର ୧୫ ଜିଲାରେ ୨୩ ଜଣ ସଂକ୍ରମିତ ସୁପର ସ୍ପ୍ରେଡ଼ର...

୧୦୦ଜଣଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ

ଗଞ୍ଜାମ,୧୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ଗରିବ, ଅସହାୟ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି। କାମଧନ୍ଦା ବନ୍ଦ ଯୋଗୁ ଜିବନ ଜୀବିକା ପ୍ରଭାବିତ...

୨୩ରେ ଇକୋ ରିଟ୍ରିଟ୍‌ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ...

ଉଫୁଲା ମଣ୍ଡିରେ ପଡ଼ି ରହିଛି ଧାନ: ପ୍ରତିବାଦରେ ବୀରମହାରାଜପୁର-ସୋନପୁର ରାସ୍ତା ଅବରୋଧ କଲେ ଚାଷୀ

ଅମରପାଲି,୩୧।୧(ଡି.ଏନ୍‌.ଏ.): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ମଣ୍ଡିରୁ ଧାନ ଉଠୁ ନ ଥିବା ପ୍ରତିବାଦରେ ଚାଷୀମାନେ ଶୁକ୍ରବାର ଧାରଣାକୁ ଓହ୍ଲାଇଛନ୍ତି। ସେମାନେ ବୀରମହାରାଜପୁର-ସୋନପୁର ମୁଖ୍ୟରାସ୍ତାର ଉଫୁଲାଠାରେ...

ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍‌: ଆଇସୋଲେଶନରେ ୩୬ଜଣ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର...

ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *