ଲାଞ୍ଚ ନେଇ ପଡ଼ିଥିଲେ ଧରା, ନିଲମ୍ବିତ ହେଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୪ା୩: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଭୁବନେଶ୍ୱରର ଶହୀଦନଗର ଥାନା ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ରବିବାର ନିଲମ୍ବିତ ହୋଇଛନ୍ତି। ପୋଲିସ କମିଶନର ତାଙ୍କୁ ନିଲମ୍ବନ କରିଥିବା ଏକ ପ୍ରେସ୍‌ପିଟ୍‌ରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌)କୁ ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଥିଲେ।

ଅଭିଯୋଗକାରୀଙ୍କୁ ଡିଏଲ୍‌ ଫେରାଇ ଦେବାକୁ ମୋଟ୍‌ ୫ ହଜାର ଟଙ୍କା ମାଗିଥିଲେ ସବ୍‌-ଇନ୍ସପେକ୍ଟର। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର ଟଙ୍କା ଦେଇଥିଲେ। କିନ୍ତୁ ଆଉ ୨ ହଜାର ଟଙ୍କା ନ ଦେଲେ ଡିଏଲ୍‌ ଦେବେ ନାହିଁ ବୋଲି ସବ୍‌-ଇନ୍ସପେକ୍ଟର ତାଙ୍କୁ କହିଥିଲେ। ଏହା ପରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ସବ୍‌-ଇନ୍ସପେକ୍ଟର ବାକି ୨ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri