ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ବ୍ରହ୍ମପୁରସ୍ଥିତ ଆରିହନ୍ତ ମହାବିଦ୍ୟାଳୟର ଛାତ୍ର ଅଟନ୍ତି। ସେ ଦୈନିକ ୯ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ଏହି ସଫଳତା ପାଇଥିବା କହିଛନ୍ତି। ମୋଟ୍‌ ୬୦୦ ମାର୍କରୁ ଆଶିଷ ୫୫୩ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହି ସଫଳତା ପରେ ସେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କୁ ସଫଳତାର ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri