Posted inରାଜ୍ୟ

ଇତିହାସର ସ୍ବାକ୍ଷର ବହନ କରୁଛି ସୂର୍ଯ୍ୟଘଡ଼ି

୧୮୮୫ ମେ ୧୮ରେ ଲର୍ଡ ରିପନ ସ୍ବାୟତ ଶାସନ ପ୍ରାସ୍ତବ ଆଗତ କରିଥିଲେ। ତେବେ ଏହା ପୂର୍ବରୁ ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି କେନ୍ଦ୍ରାପଡ଼ାଠାରେ ୧୮୬୯ ମାର୍ଚ୍ଚ ୧୦ରେ ପ୍ରତିଷ୍ଠା ହୋଇଥିଲା। ଆଖପାଖ ୬.୪୭ ବର୍ଗ କିଲୋମିଟର ମଧ୍ୟରେ ଥିବା ୧୪ଟି ପଡା ଗ୍ରାମକୁ ନେଇ ଗଠିତ ଏହି ମ୍ୟୁନିସିପାଲିଟିରେ ୧୮୮୭ରେ ଲୋକାଲ ବୋର୍ଡ ଗଠନ ହୋଇଥିଲା। ପ୍ରଥମ ଥର ୱାର୍ଡ କାଉନସିଲର ନିର୍ବାଚନ ୧୯୧୧ରେ ଅନୁଷ୍ଠିତ ହୋଇଥିଲା। ୧୮୮୫- ୮୬ ରେ ଏହାର ଲୋକସଂଖ୍ୟା ମାତ୍ର ୧୫,୭୧୯ ଥିଲା। ସମ୍ପ୍ରତି ଏହି ମ୍ୟୁନିସିପାଲିଟି ପରିବର୍ଦ୍ଧିତ ହୋଇ ୨୧ ୱାର୍ଡରେ ପରିଣତ ହୋଇଛି। ସେହିପରି ଲୋକ ସଂଖ୍ୟା ୫୪ ହଜାରରୁ ଅଧିକରେ ପହଞ୍ଚତ୍ଛି। ୧୫୨ ବର୍ଷର ଏହି ମ୍ୟୁନିସିପାଲିଟି ମଧ୍ୟରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ମନ୍ଦିର ରହିଛି। ମହିଳାଙ୍କୁ ଶିକ୍ଷା ଦେବା ପାଇଁ ଓଡ଼ିଶାର ପ୍ରଥମ ଫେଜର ବାଳିକା ବିଦ୍ୟାଳୟ ଏଠାରେ ଅଛି। ଏହାବ୍ୟତୀତ ଡାଇମଣ୍ଡ ଜୁବୁଲି ପାଠାଗାର, ସୂର୍ଯ୍ୟ ଘଡି ଆଦି ଇତିହାସର ସ୍ବାକ୍ଷର ବହନ କରୁଛି। ଏବେ ବି ଜଳ ନିଷ୍କାସନ, ରାସ୍ତା, ଟ୍ରାଫିକ୍‌ ସମସ୍ୟା ମଧ୍ୟରେ ସହରବାସୀ ଜୀବନ ଅତିବାହିତ କରୁଛନ୍ତି।
– ଜଗନ୍ନାଥ ଧଳ


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ...

ଦୁର୍ଘଟଣାରେ ଆହତଙ୍କୁ ଫାଷ୍ଟ-ଏଡ୍‌ ଦେବେ ସ୍ବେଚ୍ଛାସେବୀ

ଭୁବେନଶ୍ବର,୧୪ା୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗତବର୍ଷ ଜାନୁଆରୀରୁ ଅକ୍ଟୋବର ମାସ ମଧ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ପ୍ରାୟ...

ଭୋଟ ଗଣତି ପାଇଁ ସରିଲା ପ୍ରସ୍ତୁତି: ମୋଟ୍‌ ୧୬ ଟେବୁଲ ପାଇଁ କର୍ମଚାରୀ ନିୟୋଜିତ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ତାରିଖର ଭୋଟ ଗଣତି ପାଇଁ ଆବଶ୍ୟକ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ, ଅଣୁ...

କୋଭିଡ୍‌ ପାଇଁ ବେଡ୍‌ ନାହିଁ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ରାଜ୍ୟରେ ଦୈନିକ ସଂକ୍ରମଣ ୧୦ରୁ ୧୨ହଜାର ରହୁଛି। ଏଥିରେ ପ୍ରତିଦିନ ଖୋର୍ଦ୍ଧା ଜିଲା ଆଗରେ ରହୁଛି। ଆଉ ଖୋର୍ଦ୍ଧା ଜିଲାରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ...

ଘରୁ ମିଳିଲା ୨୧ ନାଗ ସାପ, ପିଟିପିଟି ମାରିଦେଲେ

ନୂଆପଡ଼ା ଅଫିସ,୩।୭: ନୂଆପଡା ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ଗଡତୋଲ ଗାଁର ଜଣଙ୍କ ଘରୁ ଶୁକ୍ରବାର ୨୧ଟି ନାଗ ସାପ ଛୁଆ ବାହାରିଛି। ତେବେ...

ଶ୍ରୀମନ୍ଦିର ପ୍ରଶାସନକୁ ୧୨କୋଟି ଜରିମାନା

ଖୋର୍ଦ୍ଧା ଅଫିସ,୯ା୧୧: ଖୋର୍ଦ୍ଧାରେ ବେଆଇନ ଭାବେ ପଥର ଖଣିରୁ ଲଘୁ ଖଣିଜ ଉତ୍ତୋଳନ ଚାଲିଛି। ଶ୍ରୀଜଗନ୍ନାଥଙ୍କ ଜମିରେ ଥିବା ଏକାଧିକ ପଥର ଖଣିରୁ ବେଆଇନଭାବେ ବ୍ୟାପକ...

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ଦେଶରେ ଶ୍ରେଷ୍ଠ

କଟକ ଅଫିସ,୭ା୧: ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ସର୍ବଶ୍ରେଷ୍ଠ ବିବେଚିତ ହୋଇଛି। ଦିଲ୍ଲୀର ନୋଇଡାରେ ଗତ ଡିସେମ୍ବର ୨ରୁ ୫ତାରିଖ ପର୍ଯ୍ୟନ୍ତ ଇନ୍‌ଷ୍ଟିଚ୍ୟୁଶନ...

Advertisement
Archives

Model This Week