ବଢ଼ିଲାଣି ଖରା, ଜମୁଛି ତରଭୁଜ ବେପାର

ଗୁଣପୁର, ୨୬।୨(ସଂକେତ ପାତ୍ର):ଦିନକୁ ଦିନ ଖରା ବଢ଼ିବାରେ ଲାଗିଛି। ତାପମାତ୍ରା ବୃଦ୍ଧି ଯୋଗୁ ରାୟଗଡ଼ା ଜିଲା ଗୁଣପୁରରେ ଏବେ ତରଭୁଜର ଚାହିଦା ମଧ୍ୟ ବଢି ଚାଲିଥିବା ଦେଖିବାକୁ ମିଳିଛି। ଗୁଣପୁର ସହରର ରାସ୍ତାକଡ଼ରେ ତରଭୁଜ ବେପାର ବେଶ୍‌ ଜମୁଛି। ତରଭୁଜରେ ୯୨% ଜଳୀୟ ଅଂଶ ଥିବାରୁ ଖରା ସମୟରେ ରାସ୍ତାରେ ଯାଉଥିବା ଲୋକେ କିଛି ସମୟ ପାଇଁ ଦୋକାନ ନିକଟରେ ଅଟକି ତରଭୁଜ ଖାଉଥିବା ଦେଖିବାକୁ ମିଳୁଛି। ଏଭଳି ଋତୁକାଳୀନ ବେପାରରେ ବହୁ ବେରୋଜଗାରୀ କିଛି ପଇସା ରୋଜଗାର କରିବା ପାଇଁ ଏହି ବେପାର ଆପଣେଇବା ଦେଖିବାକୁ ମିଳିଛି। କାଶୀନଗର, ପୁଟ୍ଟାସିଂ, ପାରଳାଖେମୁଣ୍ଡି, ଆନ୍ଧ୍ରପ୍ରଦେଶର ବହୁ ଜାଗାରୁ ଗୁଣପୁରକୁ ତରଭୁଜ ଆଣି ବିକ୍ରି କରୁଥିବା ବେପାରୀ ରାମରାଜୁ କହିଛନ୍ତି। ଏହା ଏକ ଲାଭଜନକ ବେପାର ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶାହିନ ଆଫ୍ରିଦିଙ୍କୁ ନେଇ ଶ୍ୱଶୁର ଶାହିଦ ଆଫ୍ରିଦି କ’ଣ କହିଲେ? ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୨: ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦି ICC T20 ବିଶ୍ୱକପ ୨୦୨୬ ସମୟରେ ଖରାପ ଫର୍ମ ଦେଇ ଗତି କରୁଥିଲେ। ତାଙ୍କୁ ଟିମ ଇଣ୍ଡିଆ ବିପକ୍ଷରେ…

ଏହି ଯୋଜନାରେ ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୫୦୦ ଟଙ୍କା , ଜାଣନ୍ତୁ କେଉଁମାନେ ପାଇବେ …

ନୂଆଦିଲ୍ଲୀ,୨୬।୨: କେନ୍ଦ୍ର ସରକାର ଦେଶର ବିଭିନ୍ନ ବର୍ଗ ପାଇଁ ଅନେକ ଯୋଜନା ଚଳାନ୍ତି, ଯାହାର ଲକ୍ଷ୍ୟ ଅର୍ଥନୈତିକ ସୁରକ୍ଷା ଏବଂ ସାମାଜିକ ସଶକ୍ତିକରଣ। ଏହି ଯୋଜନାଗୁଡ଼ିକ ଚାଷୀ,…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ଦିନ ହେବ…

ଭୁବନେଶ୍ୱର,୨୬।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ…

ମୋଦିଙ୍କୁ ଇସ୍ରାଏଲ ସଂସଦର ସର୍ବୋଚ୍ଚ ସମ୍ମାନ: ସତ୍ୟ, ବାସ୍ତବତାକୁ ଆପଣାଇଛି ଭାରତ

ଜେରୁଜେଲମ୍‌,୨୬ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶତ ପ୍ରଶଂସାରେ ପୋତି ପକାଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ। ମୋଦି କେବଳ ଉତ୍ତମ ବନ୍ଧୁ ନୁହନ୍ତି, ଭାଇଠାରୁ ବି ଅଧିକ। ଭାରତ-ଇସ୍ରାଏଲ…

କର ବା ମର ସ୍ଥିତିରେ ଭାରତ: ହାରିଲେ ଟି-୨୦ ବିଶ୍ୱକପ୍‌ରୁ ହେବ ବିଦା

ଚେନ୍ନାଇ,୨୫ା୨(ପି.ଟି.): ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ଗୁରୁବାର ଜିମ୍ବାଓ୍ବେକୁ ଭେଟିବାକୁ ଯାଉଛି। ଗତ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାଠାରୁ ବଡ଼…

ଭାରତର ଚିକେନ-ଅଣ୍ଡାକୁ ବ୍ୟାନ୍‌; ଏହି ଦେଶ ନେଲା ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୬।୨: ସାଉଦି ଆରବ ଭାରତୀୟ କୁକୁଡ଼ା ଶିଳ୍ପ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଚିନ୍ତାଜନକ ଖବର ଜାରି କରିଛି। ସାଉଦି ଆରବର ଖାଦ୍ୟ ଏବଂ ଔଷଧ ପ୍ରାଧିକରଣ (SFDA)…

ଭୋଜି ଖାଇବାକୁ ଯାଇ ନିଖୋଜ ହୋଇଯାଇଥିଲେ ରଘୁନାଥ: ଆଜି ସକାଳୁ…

ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ଗ୍ରାମର ସିଏଚ. ରଘୁନାଥ ପାତ୍ର(୬୫) ନାମକ ଜଣେ ବୃଦ୍ଧଙ୍କ ମୃତଦେହକୁ ସାହସପୁର ହାଟପଦା ନିକଟ ଏକ…

ପୋଲରେ ଝୁଲିପଡ଼ିଲା ବସ୍‌: ପ୍ରାଣ ବିକଳରେ ଯାତ୍ରୀ…

ଅତାବିରା, ୨୬।୨(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ନଂ ଜାତୀୟ ରାଜପଥର ଅତାବିରାରେ ଏକ ବସ ଦୁର୍ଘଟଣା l ଆଜି ସକାଳ ୮ଟା ସମୟରେ ବଣ୍ଟି ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri