Posted inଖେଳ

୧୨୭ କିଲୋ ଓଜନର କ୍ରିକେଟ୍‌ର ଏକ କ୍ୟାଚ୍‌ ଧରି ରାତାରାତି ପାଲଟିଥିଲେ ସୁପର୍‌ଷ୍ଟାର୍‌

୨୦୦୭ ଦିନିକିଆ ବିଶ୍ୱକପ ଭାରତୀୟ ଦଳ ପାଇଁ ଏକ ଦୁଃସ୍ବପ୍ନଠାରୁ କମ ନୁହେଁ। ଦଳ ପ୍ରଥମ ରାଉଣ୍ଡରୁ ବାହାରେ ଥିଲା। ତେବେ ଏହି ବିଶ୍ୱକପରେ ବରମୁଣ୍ଡାର ଖେଳାଳି ଡ୍ବେନ ଲିଭରଲକ ପ୍ରାଧାନ୍ୟ ବିସ୍ତାର କରିଥିଲେ। ଭାରତ ବିପକ୍ଷ ମ୍ୟାଚ ତାଙ୍କୁ ରାତାରାତି ୨୦୦୭ ବିଶ୍ୱକପ ତାରକା କରିପାରିଥିଲା। ଲିଭରଲକ ଜୁଲାଇ ୧୪ ଅର୍ଥାତ୍‌ ଆଜି ତାଙ୍କର ୫୦ତମ ଜନ୍ମଦିନ ପାଳନ କରୁଛି
ଆଜି ମଧ୍ୟ କୌଣସି କ୍ରିକେଟ ପ୍ରେମୀ ବିଶ୍ୱକପ୍‌ରେ ଲିଭରଲକଙ୍କ କ୍ୟାଚ ଭୁଲି ପାରିବେ ନାହିଁ। ସେ ଗୋଟିଏ ହାତରେ ରବିନ ଉଥାପ୍ପାଙ୍କ କ୍ୟାଚ ନେଇଥିଲେ। ବରମୁଣ୍ଡା ପାଇଁ ୩୨ଟି ଦିନିକିଆ ଏବଂ ୨ଟି -୨୦ ମ୍ୟାଚ ଖେଳି ୩୪ ଉଇକେଟ ନେଇଥିଲେ।
୧୨୭ କିଲୋଗ୍ରାମର ଲାଭରଲକ ସେହି ସମୟରେ ଏକ ଆନ୍ତର୍ଜାତୀୟ ମ୍ୟାଚ ଖେଳିବା ପାଇଁ ସବୁଠାରୁ ଭାରୀ କ୍ରିକେଟର ଥିଲେ। ଅବଶ୍ୟ, ପରେ ୧୪୦କିଲୋଗ୍ରାମ କାରିବିଆନ ବୋଲର ରହିକମ କର୍ଣ୍ଣୱାଲ ତାଙ୍କୁ ଏହି ପ୍ରସଙ୍ଗରେ ଅତିକ୍ରମ କରିଥିଲେ। ଭାରତ ବିପକ୍ଷ ୨୦୦୭ ବିଶ୍ୱକପ୍‌ର ଗ୍ରୁପ ମ୍ୟାଚ୍‌ରେ ସେ ମାଲାଚି ଜୋନ୍ସଙ୍କ ବଲ୍‌ରେ ସ୍ଲିପ୍‌ରେ ଉଥାପ୍ପାଙ୍କ କ୍ୟାଚ୍‌ ଗୋଟିଏ ହାତ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?