Posted inଜାତୀୟ

୬ ମହିଳା ବିଚାରପତିଙ୍କୁ ବହିଷ୍କାର ସୁପ୍ରିମକୋର୍ଟ ନିଜଆଡ଼ୁ ମାମଲା ବିଚାରକୁ ନେଲେ

ନୂଆଦିଲ୍ଲୀ,୧୨।୧: ମଧ୍ୟପ୍ରଦେଶ ସରକାର ୩ ମହିଳା ବିଚାରପତିଙ୍କ ପ୍ରଦର୍ଶନ ସନ୍ତୋଷଜନକ ନୁହେଁ ଦର୍ଶାଇ ସେମାନଙ୍କୁ ବହିଷ୍କାର କରିଥିବାବେଳେ ସୁପ୍ରିମକୋର୍ଟ ନିଜଆଡ଼ୁ ଉକ୍ତ ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ୬ ବିଚାରପତିଙ୍କ ମଧ୍ୟରୁ ୩ ଜଣ ସୁପ୍ରିମକୋର୍ଟକୁ ପଠାଇଥିବା ଆବେଦନପତ୍ରକୁ ଜଷ୍ଟିସ୍‌ ବି.ଭି. ନାଗରତ୍ନା ଏବଂ ସଞ୍ଜୟ କାରୋଲଙ୍କ ଖଣ୍ଡପୀଠ ଏକ ରିଟ୍‌ ପିଟିଶନ ଭାବେ ନେଇଛନ୍ତି। ଉକ୍ତ ମାମଲାରେ ସହାୟତା ପାଇଁ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ନିଯୁକ୍ତ କରାଯାଇଛି। ଆବେଦନ କରିଥିବା ବିଚାରପତିମାନେ ମଧ୍ୟପ୍ରଦେଶ ରାଜ୍ୟ ନ୍ୟାୟିକ ସେବାର ପୂର୍ବତନ ସିଭିଲ୍‌ ଜଜ୍‌, ଦ୍ୱିତୀୟ ଶ୍ରେଣୀ(କନିଷ୍ଠ ବିଭାଗ)ର। କୋଭିଡ୍‌ ମହାମାରୀ ସମୟରେ ସେମାନଙ୍କ କାର୍ଯ୍ୟର ପରିମାଣାତ୍ମକ ଆକଳନ କରାଯାଇପାରି ନ ଥିବା ସତ୍ତ୍ୱେ ସେମାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବିଚାରପତିମାନେ ଆବେଦନପତ୍ରରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri