Posted inଜାତୀୟ

୬ ମହିଳା ବିଚାରପତିଙ୍କୁ ବହିଷ୍କାର ସୁପ୍ରିମକୋର୍ଟ ନିଜଆଡ଼ୁ ମାମଲା ବିଚାରକୁ ନେଲେ

ନୂଆଦିଲ୍ଲୀ,୧୨।୧: ମଧ୍ୟପ୍ରଦେଶ ସରକାର ୩ ମହିଳା ବିଚାରପତିଙ୍କ ପ୍ରଦର୍ଶନ ସନ୍ତୋଷଜନକ ନୁହେଁ ଦର୍ଶାଇ ସେମାନଙ୍କୁ ବହିଷ୍କାର କରିଥିବାବେଳେ ସୁପ୍ରିମକୋର୍ଟ ନିଜଆଡ଼ୁ ଉକ୍ତ ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ୬ ବିଚାରପତିଙ୍କ ମଧ୍ୟରୁ ୩ ଜଣ ସୁପ୍ରିମକୋର୍ଟକୁ ପଠାଇଥିବା ଆବେଦନପତ୍ରକୁ ଜଷ୍ଟିସ୍‌ ବି.ଭି. ନାଗରତ୍ନା ଏବଂ ସଞ୍ଜୟ କାରୋଲଙ୍କ ଖଣ୍ଡପୀଠ ଏକ ରିଟ୍‌ ପିଟିଶନ ଭାବେ ନେଇଛନ୍ତି। ଉକ୍ତ ମାମଲାରେ ସହାୟତା ପାଇଁ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ନିଯୁକ୍ତ କରାଯାଇଛି। ଆବେଦନ କରିଥିବା ବିଚାରପତିମାନେ ମଧ୍ୟପ୍ରଦେଶ ରାଜ୍ୟ ନ୍ୟାୟିକ ସେବାର ପୂର୍ବତନ ସିଭିଲ୍‌ ଜଜ୍‌, ଦ୍ୱିତୀୟ ଶ୍ରେଣୀ(କନିଷ୍ଠ ବିଭାଗ)ର। କୋଭିଡ୍‌ ମହାମାରୀ ସମୟରେ ସେମାନଙ୍କ କାର୍ଯ୍ୟର ପରିମାଣାତ୍ମକ ଆକଳନ କରାଯାଇପାରି ନ ଥିବା ସତ୍ତ୍ୱେ ସେମାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବିଚାରପତିମାନେ ଆବେଦନପତ୍ରରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri