Posted inଜାତୀୟ

ଯୋଗୀ ସରକାରଙ୍କୁ ବଡ ଝଟକା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୭: ସୁପ୍ରିମକୋର୍ଟ ଉତ୍ତରପ୍ରଦେଶର ଯୋଗୀ ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। କାଉଡି ଯାତ୍ରା ରୁଟ୍‌ ଦେଇ ପଡିଥିବା ଦୋକାନରେ ଦୋକାନୀଙ୍କ ନାମ ଲେଖିବା ପାଇଁ ଯୋଗୀ ସରକାରଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏହା ସହିତ ୟୁପି, ମଧ୍ୟପ୍ରଦେଶ ଏବଂ ଉତ୍ତରାଖଣ୍ଡ ସରକାରଙ୍କୁ ଏହାର ଜବାବ ଦେବା ପାଇଁ ନୋଟିସ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୬ରେ ହେବ।
ୟୁପି ସରକାରଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଶୁଣାଣି ସମୟରେ ଆବେଦନକାରୀଙ୍କ ଓକିଲ କହିଛନ୍ତି,ବର୍ତ୍ତମାନ ଏହି ନିଷ୍ପତ୍ତି ଦୁଇଟି ରାଜ୍ୟରେ ନିଆଯାଇଛି। ଆଉ ୨ଟି ରାଜ୍ୟ ଏହା କରିବାକୁ ଯାଉଛନ୍ତି। ଏହାଦ୍ୱାରା ସଂଖ୍ୟାଲଘୁ ଏବଂ ଦଳିତମାନଙ୍କ ମଧ୍ୟରେ ଭିନ୍ନତା ସୃଷ୍ଟି କରୁଛି। ଏହା କରିବାର କୌଣସି ଆଇନଗତ ଅଧିକାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର…

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ…

ଗୋଟିଏ ଓଭର, ୨୯ ରନ୍‌: ବିସ୍ଫୋରକ ବ୍ୟାଟିଂ କରି ହିଟ୍‌ମ୍ୟାନ୍‌ଙ୍କ ରେକର୍ଡ ଭାଙ୍ଗିଦେଲେ ଶିବମ

ବିଶାଖାପାଟଣା,୨୯।୧: ଯଦିଓ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପରାସ୍ତ ହୋଇଥିଲା, କିନ୍ତୁ ଶିବମ ଦୁବେ ବିସ୍ଫୋରକ ଇନିଂସ ସମସ୍ତଙ୍କ ଦୃଷ୍ଟି…

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU)…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri