Posted inଜାତୀୟ

ସ୍କୁଲ ଫି ଛାଡ଼ ଆବେଦନ ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୭(ପି.ଟି.): କରୋନା ଜନିତ ଲକ୍‌ଡାଉନ ସମୟର ସ୍କୁଲ୍‌ ଫି ଆଦାୟ ବନ୍ଦ ରଖିବା ପାଇଁ ବିଭିନ୍ନ ରାଜ୍ୟର ଅଭିଭାବକମାନେ କରିଥିବା ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସହାୟତା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ସର୍ବୋଚ୍ଚ ଅଦାଲତ ପରାମର୍ଶ ଦେଇଛନ୍ତି। ବିଭିନ୍ନ ରାଜ୍ୟର ସମସ୍ୟା ଭିନ୍ନ ଭିନ୍ନ। ଆବେଦନକାରୀ ଯଦି ପ୍ରତ୍ୟେକଙ୍କର ସମସ୍ୟାର ସମାଧାନ କରିପାରନ୍ତି ତେବେ ତାହା ବହୁତ ଉନ୍ନତ ବିଚାର ହେବ ବୋଲି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଥିଲେ। ଦେୟ ବୃଦ୍ଧି ମାମଲା ରାଜ୍ୟ ହାଇକୋର୍ଟରେ ଉଠାଯିବା ଆବଶ୍ୟକ ବୋଲି ଅଦାଲତ କହିଥିଲେ। ବର୍ଦ୍ଧିତ ଫି ଆଦାୟ ପାଇଁ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ସ୍କୁଲଗୁଡ଼ିକୁ ଅନୁମତି ଦେଇଥିବା ଆଇନଜୀବୀ ବାଲାଜୀ ଶ୍ରୀନିବାସନ ଏବଂ ମୟଙ୍କ କ୍ଷୀରସାଗର କହିବା ପରେ ଉକ୍ତ ରାୟ ବିରୋଧରେ ଅପିଲ୍‌ କରାଯାଇପାରିବ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦାଲତଙ୍କୁ ଜଣାଇଲେ ଆନ୍ନା ହାଜାରେ: ମୋତେ ହତ୍ୟା କରିବାକୁ ଠିକା ଦିଆଯାଇଥିଲା

ମୁମ୍ବାଇ,୧୦ା୭ (ଆଇଏଏନ୍‌ଏସ୍‌): ଦୁର୍ନୀତି ବିରୋଧରେ ମୁହଁଖୋଲୁଥିବା ସାମାଜିକ କର୍ମୀ ଆନ୍ନା ହାଜାରେଙ୍କୁ ମାରିବା ଲାଗି ଠିକା ଦିଆଯାଇଥିଲା। ଏନେଇ ସେ ମଙ୍ଗଳବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ...

ଅନ୍ନଦାତାଙ୍କ ସହିତ ହେବ ନାହିଁ ଅନ୍ୟାୟ: ନୀତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ...

ଫେସ୍‌ବୁକ୍‌, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି

ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍‌ବୁକ୍‌ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ...

ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା...

ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ

ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍‌ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର...

୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍‌ଏସ୍‌ଏମ୍‌ଇ ସୁଧାର ପାଇଁ ୬ ପଦକ୍ଷେପ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ...

୮ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ  ୭ ହଜାର...

୨୦୨୪ ନିର୍ବାଚନ ପାଇଁ ଭାଜପାର ନୂଆ ଭୋଟ ବ୍ୟାଙ୍କ…

ନୂଆଦିଲ୍ଲୀ, ୧୨।୩ : ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ପୁଣି ୪ ଟି ରାଜ୍ୟରେ କ୍ଷମତାକୁ ଫେରିଛି। ଚଳିତ ନିର୍ବାଚନରେ ମୁଦ୍ରାସ୍ଫୀତି,...

Advertisement
Archives

Model This Week