Posted inଜାତୀୟ

ପଶ୍ଚିମବଙ୍ଗ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ, କହିଲେ ଯଦି ମୃତ୍ୟୁ ସ୍ବାଭାବିକ ଥିଲା ତେବେ…

ନୂଆଦିଲ୍ଲୀ,୨୨ା୮: କୋଲକାତା ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ନେଇ ଗୁରୁବାର ପୁଣି ଭର୍ତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ବିଶେଷକରି ପଶ୍ଚିମବଙ୍ଗ ପୋଲିସର ତଦନ୍ତକୁ ନେଇ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ପୋଷ୍ଟମର୍ଟମ ପରେ ମାମଲା ରୁଜୁକୁ ନେଇ କୋର୍ଟ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, ମୃତ୍ୟୁ ଯଦି ସ୍ବାଭାବିକ ଥିଲା ତେବେ ପୋଷ୍ଟମର୍ଟମ କାହିଁକି ହେଲା। ପୋଷ୍ଟମର୍ଟମ ପରେ ମାମଲା ରୁଜୁ ଅତ୍ୟନ୍ତ ଆଶ୍ଚର୍ଯ୍ୟଚକିତ ବୋଲି କୋର୍ଟ କହିଛନ୍ତି। ୩୦ ବର୍ଷ ଭିତରେ ଏଭଳି ମାମଲା ଦେଖିନାହୁଁ ବୋଲି ବିଚାରପତି ପାରିଦ୍‌ଓ୍ବାଲା କହିଛନ୍ତି। ଏଥିସହିତ ପଶ୍ଚିମବଙ୍ଗ ପୋଲିସର ବ୍ୟବହାର ଅତ୍ୟନ୍ତ ଲଜ୍ଜାଜନକ। ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ କୋର୍ଟ କହିଛନ୍ତି। ଅନ୍ୟପକ୍ଷରେ ଷ୍ଟାଟସ୍‌ ରିପୋର୍ଟରେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛି ସିବିଆଇ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri