Posted inଜାତୀୟ

ହେମନ୍ତ ସୋରେନଙ୍କ ନିର୍ବାଚନ ପ୍ରଚାର ପାଇଁ ଜାମିନ ଆବେଦନ ଉପରେ ତୁରନ୍ତ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫: ମନି ଲଣ୍ଡରିଂ ମାମଲାରେ ନିର୍ବାଚନ ପ୍ରଚାର ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଶୁଣାଣି କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପ୍ରଚାର ପାଇଁ ହେମନ୍ତ ସୋରେନ ମଧ୍ୟବର୍ତ୍ତୀକାଳୀନ ଜାମିନ ଲୋଡିଥିଲେ।
ଜେଏମଏମ ନେତା ସୋରେନଙ୍କ ଓକିଲ କପିଲ ସିବଲ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ସେ ଜୁନ ୨ରେ ଆତ୍ମସମର୍ପଣ କରିବେ। ଏହା ଉପରେ ଇଡି କହିଛନ୍ତି ଯେ ଜାନୁଆରୀ ୩୧ରେ ସୋରେନଙ୍କୁ ଗିରଫ କରାଯାଇଥିଲା। ନିର୍ବାଚନ ପ୍ରଚାର ରିଲିଜ ପାଇଁ ଆଧାର ହୋଇପାରିବ ନାହିଁ। ଏଥି ସହିତ କୋର୍ଟ ତୁରନ୍ତ ରିଲିଫକୁ ମନା କରି କହିଛନ୍ତି ଯେ ସୋମବାର ସୁଦ୍ଧା ଇଡି ଏକ ଲିଖିତ ଉତ୍ତର ଦାଖଲ କରିବା ଉଚିତ। ବର୍ତ୍ତମାନ ମଙ୍ଗଳବାର, ମେ ୨୧ରେ ଶୁଣାଣି ହେବ। ଝାଡ଼ଖଣ୍ଡରେ ଏକ ରାଉଣ୍ଡ ଭୋଟ ଅନୁଷ୍ଠିତ ହୋଇଯାଇଛି। ପରବର୍ତ୍ତୀ ଭୋଟ ୨୦ ମେ, ୨୫ମେ ଏବଂ ୧ଜୁନରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri