ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ କରିଥିଲେ। ତେବେ ପ୍ରଥମେ ମାନ୍ୟବର ହାଇକୋର୍ଟ ଜୟନାରାୟଣଙ୍କ ଏହି ଆବେଦନକୁ ଖାରଜ କରିଦେଇଥିଲେ।ପରେ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ।

ଗତବର୍ଷ ଫେବୃଆରୀ ୧୫ରେ ସମ୍ବଲପୁରରେ ଉକ୍ତ ଘଟଣା ଘଟିଥିଲା। ପରସ୍ପର ନାଁରେ ଅଭିଯୋଗ ଆଣିଥିଲେ ଜୟନାରାୟଣ ଏବଂ ମହିଳା ଆଇଆଇସି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?