Posted inଜାତୀୟ

ପୂର୍ବତନ ଏମ୍‌ପିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧ା୯: ୧୯୯୫ର ଡବଲ ମର୍ଡର ମାମଲାରେ ପୂର୍ବତନ ଆରଜେଡି ଏମ୍‌ପି ପ୍ରଭୁନାଥ ସିଂଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ପ୍ରଭୁନାଥ ଏବଂ ବିହାର ସରକାର ପୀଡ଼ିତଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କୋର୍ଟଙ୍କ ଶୁଣାଣି ସମୟରେ ପ୍ରଭୁନାଥ ଭିଡିଓ କନ୍‌ଫିରେନ୍ସିଂରେ ଜଡ଼ିତ ହୋଇ ନିଜର ରାୟ ଶୁଣିଥିଲେ।

ଜଷ୍ଟିସ ସଞ୍ଜୟ କିଶାନ କୌଶଲ, ଏସ୍‌ ଓକା, ଏବଂ ବିକ୍ରମ ନାଥଙ୍କ ଏକ ବେଞ୍ଚ ପ୍ରଭୁନାଥ ଏବଂ ବିହାର ସରକାର ଦୁଇ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଏବଂ ଏହି ମାମଲାରେ ଆହତଙ୍କୁ ୫ ଲକ୍ଷ ଲେଖାଏ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଭୁନାଥ ବର୍ତ୍ତମାନ ଅନ୍ୟ ଏକ ହତ୍ୟା ମାମଲାରେ ହଜାରିବାଗ ଜେଲ୍‌ରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି।

ସୂଚନାଯୋଗ୍ୟ, ୧୯୯୫ରେ ବିହାର ବିଧାନସଭା ନିର୍ବାଚନରେ ପୂର୍ବତନ ଏମ୍‌ପିଙ୍କୁ ପରାସ୍ତ କରିଥିବା ବିଧାୟକ ଅଶୋକ ସିଂଙ୍କ ହତ୍ୟା ମାମଲାରେ ୨୦୧୭ରେ ଏକ ଟ୍ରାଏଲ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ନିର୍ବାଚନ ଫଳାଫଳର ୯୦ ମଧ୍ୟରେ ତାଙ୍କୁ ହଟାଇବାକୁ ପ୍ରଭୁନାଥ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri