କରୋନାରେ ଆକ୍ରାନ୍ତ ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ମାଲକାନଗିରି/ଏମ୍‌ଭି୭୯,୧୩।୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପରେ ଗୁରୁବାର କରୋନାରେ ଆକ୍ରାନ୍ତ ହୋଇ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଅର୍ଜୁନ ତାତି ଓ ଲକ୍ଷ୍ମୀ ତାତି। ଆତ୍ମସମର୍ପଣ ପରେ ଦମ୍ପତିଙ୍କ ଚିକିତ୍ସା ବ୍ୟବସ୍ଥା କାଙ୍କେର ଚିକିତ୍ସାଳୟରେ କରାଯାଇଛି। ସେଠାରେ ପରୀକ୍ଷା ପରେ ଉଭୟେ କରୋନାରେ ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଛି। ଦୀର୍ଘ ଦିନ ଧରି ଦୁହେଁ ମାଓବାଦୀ ସଙ୍ଗଠନରେ କାର୍ଯ୍ୟ କରୁଥିଲେ। ଉତ୍ତର ବସ୍ତରରେ ଏରିଆ କମିଟି ମେମ୍ବର ଭାବେ କାର୍ଯ୍ୟ ସମ୍ପାଦନ କରୁଥିବା ବସ୍ତର ଆଇଜି ଟି. ସୁନ୍ଦରରାଜ କହିଛନ୍ତି। ସେ କହିଛନ୍ତି, ମାଓବାଦୀ ଦମ୍ପତିଙ୍କ ବିରୋଧରେ ପୂର୍ବରୁ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଛି । ତଥାପି ସେମାନେ ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ଆତ୍ମ ସମର୍ପଣ କରିଥିବାରୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ଉଭୟଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri