ଆତ୍ମସମର୍ପଣ କରିଥିବା ମାଓବାଦୀ ଦେଇଥିଲେ ବଡ଼ ତଥ୍ୟ, ଏବେ ଗନ୍ଧମାର୍ଦ୍ଦନରୁ ମିଳିଲା..

ବରଗଡ଼, ୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ଥାନା ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଵିପୁଳ ପରିମାଣରେ ମାଓବାଦୀଙ୍କ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ସେଥିରେ ଡିଟୋନେଟର, ଟିଫିନ, ଛତା, ପୋଷକ ଆଦି ଜବତ ହୋଇଛି। ମାଓବାଦୀମାନେ ସେଠାରେ ଏହି ସାମଗ୍ରୀ ଲୁଚାଇ ରଖିଥିଲେ। ଡିଭିଏଫ ଟିମ୍ ଅପରେସନ ଜାରି ରଖିଥିବା ସମୟରେ ଏହି ସଫଳତା ମିଳିଛି ବୋଲି ସୋମବାର ଜିଲା ପୋଲିସ୍ ମୁଖ୍ୟାଳୟରେ ଏସପି ପି. ଏସ ମୀନା ସୂଚନା ଦେଇଛନ୍ତି। ଗତବର୍ଷ ଅଗଷ୍ଟ ମାସରେ ୨କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ପଚରାଉଚରା ପରେ ସେମାନେ ଦେଇଥିବା ସୂଚନାକୁ ଆଧାର କରି ପୋଲିସ ଅପରେଶନ ଜାରି ରଖିଛି ବୋଲି ଏସପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri