ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ

ମହାକାଳପଡ଼ା, ୧୨ା୩ (ଡିଏନ୍‌ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ ପକ୍ଷରୁ ବ୍ଲକର ଉପକୂଳ ଅଞ୍ଚଳରେ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିଲା। ଶୁକ୍ରବାର କୋଲକାତାର ଏକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ବ୍ଲକର ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳରେ ଏଗାର ଜଣିଆ ପ୍ରତିନିଧି ପହଞ୍ଚତ୍ ଜିପିଏସ୍‌ ସିଷ୍ଟମ୍‌ ମାଧ୍ୟମରେ ସର୍ଭେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ସର୍ଭେ କାର୍ଯ୍ୟ ଜିପିଏସ୍‌ ମାଧ୍ୟମରେ ଭୌଗୋଳିକ ସ୍ଥିତି ପରଖିବା ସହ ସିଧାସଳଖ କୋଲକାତା ସର୍ଭେ ସଂସ୍ଥା ମୁଖ୍ୟ କାର୍ଯ୍ୟାଳୟକୁ ପ୍ରେରିତ କରାଯାଉଥିବା ଏହି ସଂସ୍ଥା କର୍ମଚାରୀ ଅଜୟ ସାମନ୍ତ ସୂଚନା ଦେଇଛନ୍ତି। ଏହି ସର୍ଭେ କାର୍ଯ୍ୟ ମାସେ ଧରି ପ୍ରକଳ୍ପ ଅଞ୍ଚଳଗୁଡ଼ିକରେ କରାଯିବ ବୋଲି ସେ କହିଛନ୍ତି। ବ୍ଲକର ପେଟଛେଲା ପଞ୍ଚାୟତର ମଧୁବନ, ରାଜେନ୍ଦ୍ରନଗର, ସାବିନୀ, ମନ୍ତ୍ରୀଘେରି, ଦଳେଇକନ୍ଧା, ହରିଶ, ଅଳାପାହି, ଜୁଣକନ୍ଧା, କଣ୍ଟିଜୋର, ବାରାଖିଆ ଆଦି ବିସ୍ତୃତ ଚାଷ ଜମିଗୁଡିକରେ ସର୍ବେକ୍ଷଣ ଟିମ୍‌ ଅତ୍ୟାଧୁନିକ ଯନ୍ତ୍ରପାତି ଦ୍ୱାରା ତଥ୍ୟ ସଂଗ୍ରହ କରୁଛନ୍ତି। ସୂଚନା ଅନୁଯାୟୀ, ଏହି ଅଞ୍ଚଳଗୁଡିକରେ ବ୍ୟାପକ ପରିମାଣରେ ସରକାରୀ ଜମି ରହିଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…

ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଏବେଠୁ ସତର୍କ ରୁହନ୍ତୁ ୩ ରାଶି: ଡିସେମ୍ବର ଯାଏ କଲବଲ କରିବେ ରାହୁ-କେତୁ, ହାତରୁ ଯିବ ଚାକିରି! ସହିବେ ବଡ଼ କ୍ଷତି

ବୈଦିକ ଜ୍ୟୋତିଷରେ ରାହୁ ଓ କେତୁଙ୍କୁ ଛାୟା ଗ୍ରହ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମତ ଅନୁସାରେ ଏହି ଦୁଇ ଗ୍ରହଙ୍କ ପ୍ରଭାବରେ ଜୀବନରେ ହଠାତ୍‌ ଲାଭ,…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?