ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ସନ୍ଦିଗ୍ଧଙ୍କୁ ଜେରା

ପୁରୀ ଅଫିସ,୬।୪: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଜେରା କରୁଛି ପୋଲିସ। ସିସିଟିଭି ଆଧାରରେ ସନ୍ଦିଗ୍ଧଙ୍କୁ ପଚରାଉଚରା କରାଯାଉଛି। ସନ୍ଦିଗ୍ଧଜଣଙ୍କ କେବଳ ଚୁଲି ଭାଙ୍ଗିବାକୁ ଶ୍ରୀମନ୍ଦିରରେ ପଶିଥିଲେ, ନା ଆଉ କିଛି ଉଦ୍ଦେଶ୍ୟ ଥିଲା, ତାହାକୁ ନେଇ ଜେରା ଚଳାଇଛି ପୋଲିସ। ଅଟକ ସନ୍ଦିଗ୍ଧ ଜଣଙ୍କ ଖୋର୍ଦ୍ଧା ଜିଲା ବେଗୁନିଆ ଅଞ୍ଚଳ ବୋଲି କୁହାଯାଉଛି । ସିସିଟିଭି ଫୁଟେଜରୁ ପୋଲିସ ଏହି ସନ୍ଦିଗ୍ଧକୁ ଚିହ୍ନଟ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଖୋଜୁଛନ୍ତି ପଥିକ

ଖମାର,୯ା୪ ବଢ଼ୁଛି ଗ୍ରୀଷ୍ମପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ସ୍ଥିତିକୁ ଦେଖି ସରକାର ସଚେତନ କରାଉଛନ୍ତି। ଅଂଶୁଘାତକୁ ନେଇ ସତର୍କ ରହିବାକୁ...

ମୁଜାଗଡ଼ ରେଞ୍ଜରେ ବାଘ ଆତଙ୍କ

ଭଞ୍ଜନଗର,୨୯।୬(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ରେଞ୍ଜ ଅନ୍ତର୍ଗତ ବାଇବାଲି ଗ୍ରାମରୁ ଗତ ଶୁକ୍ରବାର...

ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ

ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ...

ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍‌ ଧର୍ମରାଜ: ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

ଜାମଟିକ୍ରା, ୬ା୧(ଡି.ଏନ୍‌.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକୁ ମାହାଲିଆ ସୁଆସ୍‌ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌।...

ଆଶ୍ରମ ଭିତରେ ଅନ୍ତରଙ୍ଗ ଭିଡିଓ ଭାଇରାଲ

ଭୁବନେଶ୍ୱର,୧୮।୩ (ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି...

ବାପାଙ୍କୁ ମାଡ଼ ମାରି ଥାନାରେ ପୁଅ ଅଟକ

ଦିଗପହଣ୍ଡି,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖିଛନ୍ତି। ଥାନାରେ ଅଟକ ରଖାଯାଇଥିବା ଅଭିଯୁକ୍ତ...

୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି।...

ଅଜଣା ଗାଡ଼ି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୨୯ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ...

Advertisement
Archives

Model This Week