ସନ୍ଦିଗ୍ଧ ପାରା ଯିବ ସିଏଫ୍‌ଏସ୍‌ଏଲ

ପାରାଦୀପ,୧୦।୩(ଡି.ଏନ୍‌.ଏ.): ପାରାଦୀପ ସମୁଦ୍ରରୁ ଧରାପଡ଼ିଥିବା ସନ୍ଦିଗ୍ଧ ପାରା ସେଣ୍ଟ୍ରାଲ ଫୋରେନସିକ ସାଇନ୍ସ ଲ୍ୟାବ(ସିଏଫ୍‌ଏସ୍‌ଏଲ୍‌) ଯିବ। ରାଜ୍ୟ ଫୋରେନସିକ ଲ୍ୟାବ କୌଣସି ନିଷ୍କର୍ଷରେ ପହଞ୍ଚି ନ ପାରିବାରୁ କୋଲକାତା କିମ୍ବା ହାଇଦ୍ରାବାଦ ସ୍ଥିତ ସିଏଫ୍‌ଏସ୍‌ଏଲକୁ ପଠାଯିବ। ପାରା ଦେହର ଲେଖା ଓ ଡିଭାଇସ ସିଏଫ୍‌ଏସ୍‌ଏଲରେ ଯାଞ୍ଚ ହେବ। ଏ ନେଇ ଜଗତ୍‌ସିଂହପୁର ଏସ୍‌ପି ରାହୁଲ ପି.ଆର ସୂଚନା ଦେଇଛନ୍ତି । ପାରା ଦେହରୁ ଜବତ ସ୍ପାଏ କ୍ୟାମେରା ଏବଂ ଇଲେକ୍ଟ୍ରୋନିକ ଚିପ୍‌ ସାଇବର ଏକ୍ସପର୍ଟଙ୍କ ଦ୍ୱାରା ଯାଞ୍ଚ କରାଯିବ। ପାରାଦୀପ ମୁହାଣ ଦେଇ କେତେକ ମତ୍ସ୍ୟଜୀବୀ ଟ୍ରଲରରେ ସମୁଦ୍ର ଗର୍ଭକୁ ମାଛ ଧରିବାକୁ ଯାଇଥିଲେ। ମାଛ ଧରୁଥିବା ବେଳେ ଗୋଟିଏ ପାରା ଟ୍ରଲର ଚାରି ପାର୍ଶ୍ୱରେ ଘୂରି ବୁଲୁଥିଲା। ପାରା ଗୋଡ଼ରେ ସ୍ପାଏ କ୍ୟାମେରା ଖଞ୍ଜା ହୋଇଥିବା ମତ୍ସ୍ୟଜୀବୀମାନେ ଦେଖିବାକୁ ପାଇଥିଲେ। ପରେ କୌଶଳ କରି ପାରାଟିକୁ ଧରିଥିଲେ। ବୁଧବାର ମତ୍ସ୍ୟଜୀବୀମାନେ କୂଳକୁ ଆସି ପାରାକୁ ପାରାଦୀପ ମେରାଇନ ଥାନା ପୋଲିସକୁ ହସ୍ତାନ୍ତର କରିଥିଲେ। ପାରା ଗୋଡ଼ରେ ମେମୋରି ଚିପ୍‌ ଲାଗିଥିବା ଦେଖିବାକୁ ମିଳିଥିଲା। ସେଥିରେ କିଛି ବିଦେଶୀ ଭାଷାରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ସମ୍ମୁଖରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri