Posted inଜାତୀୟ

ଲୋକ ସଭା ସ୍ପିକରଙ୍କୁ ନେଇ ସସପେନ୍ସ ଶେଷ

ନୂଆଦିଲ୍ଲୀ,୧୩।୬: ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ କରାଯାଇଥିଲା ଏବଂ ସରକାର ଏହାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏବେ ଲୋକସଭା ବାଚସ୍ପତି ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ବାଚନ ୨୬ଜୁନରେ ଅନୁଷ୍ଠିତ ହେବ।
ରାଷ୍ଟ୍ରପତି ୨୭ରେ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିବେ। ସେହି ଦିନ ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ । ଅର୍ଥାତ୍‌ ଏହାପୂର୍ବରୁ ସମସ୍ତ ନବ ନିର୍ବାଚିତ ଲୋକସଭା ଏମପିଙ୍କୁ ଶପଥ କରାଯିବା ସହିତ ନୂଆ ବାଚସ୍ପତି ମଧ୍ୟ ନିର୍ବାଚିତ ହେବେ। ଜୁନ ୨୪ ଏବଂ ୨୫ରେ, ପ୍ରୋଟେମ ସ୍ପିକର ନୂତନ ଏମପିଙ୍କୁ ଶପଥ ଗ୍ରହଣ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri