ଅସ୍ତିତ୍ୱ ହରାଉଛି ଜଳାଶୟ

ବରଗଡ଼ ଅଫିସ୍‌,୨୮ା୫: ଗାଁ ହେଉ କି ସହର, ଖରାଦିନେ ସବୁଠି ଜଳାଭାବ ପ୍ରମୁଖ ସମସ୍ୟା ପାଲଟିଥାଏ। ତେବେ ବହୁପୂର୍ବରୁ ଗାଁ ଏବଂ ସହରରେ ରହିଥିବା ଜଳାଶୟ ଗୁଡ଼ିକ ଯୋଗୁ ସେଭଳି ସମସ୍ୟାରୁ ମୁକ୍ତି ମିଳୁଥିଲା। ମାତ୍ର ଏବେ ବରଗଡ଼ ଜିଲାର ସବୁଆଡ଼େ ଜଳାଶୟ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। କେଉଁଠି ଜବରଦଖଲ ଯୋଗୁ ଜଳାଶୟ ସଙ୍କୁଚିତ ହୋଇଛି ତ ଆଉ କେଉଁଠି ଜଳାଶୟଗୁଡ଼ିକ ନିଶ୍ଚିହ୍ନ ହୋଇ ସେଠାରେ କୋଠାବାଡ଼ି ଗଢ଼ି ଉଠିଛି। ଯେଉଁ ଜଳାଶୟ ଗୁଡ଼ିକ ରହିଛି, ତାହା ମଧ୍ୟ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। ବର୍ତ୍ତମାନ ତାହା ଉପରେ ଜମି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଅନ୍ୟପଟେ ପାରମ୍ପରିକ ଜଳଉତ୍ସ ଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନ ଦେଲେ ସେଗୁଡ଼ିକ ଲୋପ ପାଇଯିବ ଏବଂ ଆଗାମୀ ଦିନରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିବା ସମ୍ଭାବନା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri