Posted inଖେଳ

ଡ୍ର’ ମୁହାଁ ସିଡନୀ ଟେଷ୍ଟ

ସିଡନୀ,୧୧।୧: ସିଡନୀ ଟେଷ୍ଟ ମ୍ୟାଚ ଡ୍ର ଆଡକୁ ଗତି କରୁଛି। ଚା ’ବିରତି ପରେ ଆର ଅଶ୍ୱିନ ଏବଂ ହନୁମା ବିହାରୀ ମ୍ୟାଚକୁ ଡ୍ର’ କରିବାରେ ବ୍ୟସ୍ତ ଅଛନ୍ତି। ଅଷ୍ଟ୍ରେଲିଆ ୬ ଉଇକେଟ ପାଇଁ ୩୧୨ ରନ ସ୍କୋର କରି ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଭାରତ ସମ୍ମୁଖରେ ୪୦୭ ରନର ବିଜୟ ଲକ୍ଷ୍ୟ ରଖିଥିଲା। ଭାରତ ଶୁଭମାନ ଗିଲ (୩୧), ରୋହିତ ଶର୍ମା (୫୨), ଅଜିଙ୍କ୍ୟ ରାହାଣେ (୪), ରିଷଭ ପନ୍ତ (୯୭) ଏବଂ ଚେତେଶ୍ୱର ପୂଜାରା (୭୭)ଙ୍କ ଉଇକେଟ ହରାଇଛନ୍ତି। ଅଷ୍ଟ୍ରେଲିଆ ପାଇଁ ଜୋସ ହେଜଲେଉଡ ଏବଂ ନାଥାନ ଲିଅନ ଦ୍ୱିତୀୟ ଇନିଂସରେ ୨-୧ ଉଇକେଟ ନେଇଥିଲେ। ପ୍ୟାଟ କମିନ୍ସ ୧ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri